ମାଥିଉ 14:23 - ଓଡିଆ ବାଇବେଲ23 ଲୋକସମୂୂହକୁ ବିଦାୟ ଦେଲା ପରେ ସେ ପ୍ରାର୍ଥନା କରିବା ପାଇଁ ବାହାରିଯାଇ ପର୍ବତ ଉପରକୁ ଗଲେ, ଆଉ ସନ୍ଧ୍ୟା ହେଲା ପରେ ସେ ସେଠାରେ ଏକାକୀ ଥିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)23 ଲୋକସମୂହକୁ ବିଦାୟ ଦେଲା ଉତ୍ତାରେ ଯୀଶୁ ପ୍ରାର୍ଥନା କରିବା ନିମନ୍ତେ ଅନ୍ତର ହୋଇ ପର୍ବତ ଉପରକୁ ଗଲେ, ଆଉ ସନ୍ଧ୍ୟା ହେଲା ପରେ ସେ ସେଠାରେ ଏକାକୀ ଥିଲେ। Viz kapitolaପବିତ୍ର ବାଇବଲ (CL) NT (BSI)23 ସେ ନିଜେ ପଛରେ ରହିଯାଇ ଲୋକମାନଙ୍କୁ ବିଦାୟ ଦେଲେ ଏବଂ ଏକାକୀ ପ୍ରାର୍ଥନା କରିବାକୁ ଗୋଟିଏ ପାହାଡ଼ ଉପରକୁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଲୋକସମୂହକୁ ବିଦାୟ ଦେଲା ପରେ ସେ ପ୍ରାର୍ଥନା କରିବା ପାଇଁ ବାହାରିଯାଇ ପର୍ବତ ଉପରକୁ ଗଲେ, ଆଉ ସନ୍ଧ୍ୟା ହେଲା ପରେ ସେ ସେଠାରେ ଏକାକୀ ଥିଲେ। Viz kapitolaପବିତ୍ର ବାଇବଲ23 ତା'ପରେ ଜମା ହୋଇଥିବା ଲୋକମାନଙ୍କୁ ବିଦାୟ କରି ସେ ପ୍ରାର୍ଥନା କରିବାକୁ ଏକାକୀ ପାହାଡ଼ ଉପରକୁ ଗଲେ। ସନ୍ଧ୍ୟା ହୋଇ ସାରିଥିଲା, ଯୀଶୁ ସେଠାରେ ଏକୁଟିଆ ଥିଲେ। Viz kapitola |