ମାଥିଉ 14:3 - ଓଡିଆ ବାଇବେଲ3 ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)3 ଯେଣୁ ହେରୋଦ ଆପଣା ଭ୍ରାତା ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ। Viz kapitolaପବିତ୍ର ବାଇବଲ (CL) NT (BSI)3 ଏଥି ପୂର୍ବରୁ ହେରୋଦ ଯୋହନଙ୍କୁ ଗିରଫ କରିବାକୁ ଆଦେଶ ଦେଇଥିଲେ ଓ ତାଙ୍କୁ ଶିକୁଳିରେ ବାନ୍ଧି ବନ୍ଦୀଶାଳାରେ ନିକ୍ଷେପ କରିଥିଲେ। ତାଙ୍କ ଭାଇ ଫିଲିପ୍ଙ୍କ ସ୍ତ୍ରୀ ହେରୋଦିଆଙ୍କ ଯୋଗୁଁ ସେ ଏହା କରିଥଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ। Viz kapitolaପବିତ୍ର ବାଇବଲ3 ଏହି ସମୟ ପୂର୍ବରୁ ହେରୋଦ ଯୋହନଙ୍କୁ ବନ୍ଦୀ କରି ଶିକୁଳିରେ ବାନ୍ଧି କାରାଗାରରେ ନିକ୍ଷେପ କରିଥିଲେ। ସେ ହେରୋଦିଆଙ୍କ ଅନୁରୋଧକ୍ରମେ ଏ କଥା କରିଥିଲେ। ହେରୋଦିଆ ହେରୋଦଙ୍କ ଭାଇ ଫିଲିପ୍ପଙ୍କ ସ୍ତ୍ରୀ ଥିଲେ। Viz kapitola |