ମାଥିଉ 14:33 - ଓଡିଆ ବାଇବେଲ33 ସେଥିରେ ନୌକାରେ ଥିବା ଲୋକମାନେ ତାହାଙ୍କୁ ପ୍ରଣାମ କରି କହିଲେ, ଆପଣ ନିଶ୍ଚୟ ଈଶ୍ୱରଙ୍କ ପୁତ୍ର । Viz kapitolaପବିତ୍ର ବାଇବଲ (Re-edited) - (BSI)33 ସେଥିରେ ନୌକାରେ ଥିବା ଲୋକମାନେ ତାହାଙ୍କୁ ପ୍ରଣାମ କରି କହିଲେ, ଆପଣ ନିଶ୍ଚୟ ଈଶ୍ଵରଙ୍କ ପୁତ୍ର। Viz kapitolaପବିତ୍ର ବାଇବଲ (CL) NT (BSI)33 ଶିଷ୍ୟମାନେ ଯୀଶୁଙ୍କୁ ଆରାଧନା କରି କହିଲେ, “ଆପଣ ନିଶ୍ଚୟ ଈଶ୍ୱରଙ୍କ ପୁତ୍ର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ସେଥିରେ ନୌକାରେ ଥିବା ଲୋକମାନେ ତାହାଙ୍କୁ ପ୍ରଣାମ କରି କହିଲେ, ଆପଣ ନିଶ୍ଚୟ ଈଶ୍ବରଙ୍କ ପୁତ୍ର। Viz kapitolaପବିତ୍ର ବାଇବଲ33 ଯେଉଁମାନେ ଡଙ୍ଗା ଉପରେ ଥିଲେ, ସେମାନେ ଯୀଶୁଙ୍କୁ ପ୍ରଣାମ କଲେ ଓ କହିଲେ, “ପ୍ରକୃତରେ ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର।” Viz kapitola |