ମାଥିଉ 14:5 - ଓଡିଆ ବାଇବେଲ5 ଆଉ, ସେ ତାଙ୍କୁ ବଧ କରିବାକୁ ଇଚ୍ଛା କଲେ ସୁଦ୍ଧା ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆଉ, ସେ ତାଙ୍କୁ ବଧ କରିବାକୁ ଇଚ୍ଛା କଲେ ସୁଦ୍ଧା ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାଙ୍କୁ ଭାବବାଦୀ ବୋଲି ମାନୁଥିଲେ। Viz kapitolaପବିତ୍ର ବାଇବଲ (CL) NT (BSI)5 ସେଥିପାଇଁ ହେରୋଦ ଯୋହନଙ୍କୁ ହତ୍ୟା କରିବାକୁ ଚାହୁଁଥଲେ, କିନ୍ତୁ ଇହୁଦୀ ଲୋକମାନଙ୍କୁ ସେ ଭୟ କରୁଥିଲେ। କାରଣ ସେମାନେ ଯୋହନଙ୍କୁ ଜଣେ ଭାବବାଦୀ ବୋଲି ମାନ କରୁଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ, ସେ ତାହାଙ୍କୁ ବଧ କରିବାକୁ ଇଚ୍ଛା କଲେ ସୁଦ୍ଧା ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ। Viz kapitolaପବିତ୍ର ବାଇବଲ5 ତେଣୁ ହେରୋଦ ଯୋହନଙ୍କୁ ମାରିଦେବାକୁ ଗ୍ଭହିଁଲେ, କିନ୍ତୁ ସେ ଲୋକମାନଙ୍କୁ ଭୟ କରୁଥିଲେ। କାରଣ ଲୋକେ ଯୋହନଙ୍କୁ ଜଣେ ଭବିଷ୍ୟଦ୍ବକ୍ତା ବୋଲି ବିଶ୍ୱାସ କରୁଥିଲେ। Viz kapitola |