ମାଥିଉ 15:14 - ଓଡିଆ ବାଇବେଲ14 ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଦୁହେଁ ଖାତରେ ପଡ଼ିବେ । Viz kapitolaପବିତ୍ର ବାଇବଲ (Re-edited) - (BSI)14 ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ, ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଉଭୟେ ଖାତରେ ପଡ଼ିବେ। Viz kapitolaପବିତ୍ର ବାଇବଲ (CL) NT (BSI)14 “ସେମାନଙ୍କ ବିଷୟରେ ବ୍ୟସ୍ତ ହୁଅ ନାହିଁ। ସେମାନେ ଅନ୍ଧ ପଥପ୍ରଦର୍ଶକ। ଗୋଟିଏ ଅନ୍ଧ ଆଉ ଗୋଟିଏ ଅନ୍ଧକୁ ବାଟ କଡ଼ାଇଲେ ଦୁଇଜଣ ଯାକ ଖାଲରେ ପଡ଼ନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଦୁହେଁ ଖାତରେ ପଡ଼ିବେ।” Viz kapitolaପବିତ୍ର ବାଇବଲ14 ସେମାନଙ୍କୁ ଛାଡ଼ିଦିଅ। ସେମାନେ ତ ଅନ୍ଧମାନଙ୍କର ଅନ୍ଧ ନେତା। ଯଦି ଜଣେ ଅନ୍ଧ ଆଉ ଗୋଟିଏ ଅନ୍ଧକୁ ରାସ୍ତା ଦେଖାଏ, ତେବେ ଉଭୟ ଖାତ ଭିତରେ ଖସି ପଡ଼ିବେ।” Viz kapitola |