Online Bible

- Reklamy -




ମାଥିଉ 15:20 - ଓଡିଆ ବାଇବେଲ

20 ଏହି ସମସ୍ତ ହିଁ ମନୁଷ୍ୟକୁ ଅଶୁଚି କରେ, କିନ୍ତୁ ଅଧୁଆ ହାତରେ ଖାଇବା ମନୁଷ୍ୟକୁ ଅଶୁଚି କରେ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଏହିସମସ୍ତ ହିଁ ମନୁଷ୍ୟକୁ ଅଶୁଚି କରେ, କିନ୍ତୁ ଅଧୌତ ହସ୍ତରେ ଭୋଜନ କରିବା ମନୁଷ୍ୟକୁ ଅଶୁଚି କରେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 ଏହିସବୁ କାର୍ଯ୍ୟ ମନୁଷ୍ୟକୁ ଅପର୍ବତ୍ର କରେ। କିନ୍ତୁ ସେମାନେ କହିବା ଅନୁଯାୟୀ ହାତ ନ ଥୋଇ ଖାଇଲେ, କେହି ଅପବିତ୍ର ହୋଇଯାଏ ନାହିଁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏହି ସମସ୍ତ ହିଁ ମନୁଷ୍ୟକୁ ଅଶୁଚି କରେ, କିନ୍ତୁ ଅଧୁଆ ହାତରେ ଖାଇବା ମନୁଷ୍ୟକୁ ଅଶୁଚି କରେ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

20 ଏଗୁଡ଼ିକ ମଣିଷକୁ ଅପବିତ୍ର କରି ଦିଅନ୍ତି। କିନ୍ତୁ ଖାଇବା ପୂର୍ବରୁ ହାତ ନ ଧୋଇବା ଘଟଣା ମଣିଷକୁ ଅପବିତ୍ର କରି ପାରେ ନାହିଁ।”

Viz kapitola kopírovat




ମାଥିଉ 15:20

Následuj nás:

Reklamy


Reklamy