ମାଥିଉ 15:24 - ଓଡିଆ ବାଇବେଲ24 କିନ୍ତୁ ଯୀଶୁ ଉତ୍ତର ଦେଲେ, ମୁଁ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ବିନା ଆଉ କାହା ନିକଟକୁ ପ୍ରେରିତ ହୋଇ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)24 କିନ୍ତୁ ସେ ଉତ୍ତର ଦେଲେ, ମୁଁ ଇସ୍ରାଏଲ-ବଂଶର ହଜିଯାଇଥିବା ମେଷମାନଙ୍କ ବିନା ଆଉ କାହା ନିକଟକୁ ପ୍ରେରିତ ହୋଇ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)24 ଯୀଶୁ ଉତ୍ତର ଦେଲେ, “ହଜିଲା ମେଣ୍ଢାପରି ପଥଭ୍ରଷ୍ଟ ଇଶ୍ରାୟେଲ ଲୋକଙ୍କ ଗୋଡ଼ ତଳେ ପଡ଼ି କହିଲା, “ପ୍ରଭୁ , ମୋତେ ଦୟା କରନ୍ତୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 କିନ୍ତୁ ଯୀଶୁ ଉତ୍ତର ଦେଲେ, “ମୁଁ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ବିନା ଆଉ କାହା ନିକଟକୁ ପ୍ରେରିତ ହୋଇ ନାହିଁ।” Viz kapitolaପବିତ୍ର ବାଇବଲ24 ଯୀଶୁ କହିଲେ, “ପରମେଶ୍ୱର ମୋତେ କେବଳ ଇସ୍ରାଏଲର ହଜିଯାଇଥିବା ଲୋକ (ଯିହୂଦୀ) ମାନଙ୍କ ପାଇଁ ପଠାଇଛନ୍ତି।” Viz kapitola |