ମାଥିଉ 15:25 - ଓଡିଆ ବାଇବେଲ25 କିନ୍ତୁ ସେହି ସ୍ତ୍ରୀ ଆସି ତାହାଙ୍କୁ ପ୍ରଣାମ କରି କହିବାକୁ ଲାଗିଲା, ହେ ପ୍ରଭୁ, ମୋର ଉପକାର କରନ୍ତୁ । Viz kapitolaପବିତ୍ର ବାଇବଲ (Re-edited) - (BSI)25 କିନ୍ତୁ ସେହି ସ୍ତ୍ରୀ ଆସି ତାହାଙ୍କୁ ପ୍ରଣାମ କରି କହିବାକୁ ଲାଗିଲା, ହେ ପ୍ରଭୁ, ମୋର ଉପକାର କରନ୍ତୁ। Viz kapitolaପବିତ୍ର ବାଇବଲ (CL) NT (BSI)25 ସ୍ତ୍ରୀ ଲୋକଟି ଆସି ଯୀଶୁଙ୍କ ଗୋଡ଼ ତଳେ ପଡ଼ି କହିଲା, "ପ୍ରଭୁ, ମୋତେ ଦୟା କରନ୍ତୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କିନ୍ତୁ ସେହି ସ୍ତ୍ରୀ ଆସି ତାହାଙ୍କୁ ପ୍ରଣାମ କରି କହିବାକୁ ଲାଗିଲା, ହେ ପ୍ରଭୁ, ମୋହର ଉପକାର କରନ୍ତୁ। Viz kapitolaପବିତ୍ର ବାଇବଲ25 ତା'ପରେ ସେ ସ୍ତ୍ରୀ ଯୀଶୁଙ୍କ ନିକଟକୁ ପୁଣି ଥରେ ଆସିଲା। ସେ ଯୀଶୁଙ୍କୁ ପ୍ରଣାମ କରି କହିଲା, “ହେ ପ୍ରଭୁ! ମୋତେ ସାହାଯ୍ୟ କରନ୍ତୁ।” Viz kapitola |