ମାଥିଉ 15:27 - ଓଡିଆ ବାଇବେଲ27 କିନ୍ତୁ ସେ କହିଲା, ହଁ, ପ୍ରଭୁ, କାରଣ କୁକୁରମାନେ ତ ନିଜ ନିଜ ପ୍ରଭୁଙ୍କ ମେଜରୁ ପଡ଼ିବା ଅଇଁଠା ଖାଆନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)27 କିନ୍ତୁ ସେ କହିଲା, ହଁ, ପ୍ରଭୁ କାରଣ କୁକୁରମାନେ ତ ନିଜ ନିଜ ପ୍ରଭୁଙ୍କ ମେଜରୁ ପଡ଼ିବା ଗୁଣ୍ତିଗୁଣ୍ତା ଖାଆନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)27 ସ୍ତ୍ରୀ ଲୋକଟି ଉତ୍ତର ଦେଲା, “ତାହା ସତ ହ୍ରଭୁ, କିନ୍ତୁ କୁକୁରମାନେ ମଧ୍ୟ ମେଜ ତଳେ ମୁନିବର ଅଇଁଠା ଖାଇବାକୁ ପାହାନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 କିନ୍ତୁ ସେ କହିଲା, ହଁ, ପ୍ରଭୁ, କାରଣ କୁକୁରମାନେ ତ ନିଜ ନିଜ ପ୍ରଭୁଙ୍କ ମେଜରୁ ପଡ଼ିବା ଅଇଁଠା ଖାଆନ୍ତି। Viz kapitolaପବିତ୍ର ବାଇବଲ27 ସେହି ସ୍ତ୍ରୀ କହିଲା, “ହଁ ପ୍ରଭୁ, ଏହା ଠିକ୍ କଥା। କିନ୍ତୁ ସେମାନଙ୍କ ମାଲିକମାନଙ୍କର ଖାଇବା ଟେବୁଲ ଉପରୁ ଖସି ପଡ଼ୁଥିବା ଖାଦ୍ୟ କଣିକାସବୁ କୁକୁରଗୁଡ଼ିକ ଖାଇଥା’ନ୍ତି।” Viz kapitola |