Online Bible

- Reklamy -




ମାଥିଉ 15:32 - ଓଡିଆ ବାଇବେଲ

32 ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, ଏହି ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ; କାଳେ ବାଟରେ ଏମାନେ ମୂର୍ଚ୍ଛା ହୋଇଯାଇ ପାରନ୍ତି, ଏଥିପାଇଁ ସେମାନଙ୍କୁ ଅନାହାରରେ ବିଦାୟ ଦେବାକୁ ମୋହର ଇଚ୍ଛା ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ଆଉ, ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, ଏହି ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋʼ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ; କାଳେ ବାଟରେ ସେମାନଙ୍କର ହଂସା ଉଡ଼ିଯାଏ, ଏଥିପାଇଁ ସେମାନଙ୍କୁ ଅନାହାରରେ ବିଦାୟ ଦେବାକୁ ମୋହର ଇଚ୍ଛା ନାହିଁ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

32 ଯୀଶୁ ଶିଷ୍ୟମାନଙ୍କୁ ଡାକି କହିଲେ, “ଏହି ଲୋକମାନଙ୍କ ପାଇଁ ମୋତେ ଦୁଃଖ ଲାଗୁଛି, କାରଣ ଏମାନେ ମୋ’ ସାଙ୍ଗରେ ତିନି ଦିନ ରହିଗଲେଣି ଏବଂ ଏବେ ସେମାନଙ୍କ ପାଖରେ କିଛି ନାହିଁ। ସେମାନେ ନ ଖାଇ ଏଠାରୁ ଚାଲି ଯାଆନ୍ତୁ, ଏକଥା ମୁଁ ଚାହେଁ ନାହିଁ; କାରଣ ଫେରିଯିବାବେଳେ ବାଟରେ ସେମାନେ ଥକ୍କି ପଡ଼ିବେ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, “ଏହି ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ; କାଳେ ବାଟରେ ଏମାନେ ମୂର୍ଚ୍ଛା ହୋଇଯାଇପାରନ୍ତି, ଏଥିପାଇଁ ସେମାନଙ୍କୁ ଅନାହାରରେ ବିଦାୟ ଦେବାକୁ ମୋହର ଇଚ୍ଛା ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

32 ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ ଡାକି କହିଲେ, “ମୁଁ ଏ ଲୋକମାନଙ୍କ ପାଇଁ ବଡ଼ ଦୁଃଖିତ। ସେମାନେ ମୋ’ ସାଙ୍ଗରେ ତିନି ଦିନ ହେଲା ରହିଲେଣି, କିନ୍ତୁ ଏବେ ସେମାନଙ୍କର ଖାଇବାକୁ କିଛି ନାହିଁ। ସେମାନେ ଏଠାରୁ ଭୋକିଲା ଗ୍ଭଲିଯିବାଟା ମୁଁ ଆଦୌ ଗ୍ଭହୁଁନି। ସେମାନେ ଘରକୁ ଗଲାବେଳେ ମୂର୍ଚ୍ଛା ହୋଇ ଯାଇ ପାରନ୍ତି।”

Viz kapitola kopírovat




ମାଥିଉ 15:32

Následuj nás:

Reklamy


Reklamy