ମାଥିଉ 15:33 - ଓଡିଆ ବାଇବେଲ33 ଶିଷ୍ୟମାନେ ତାହାଙ୍କୁ କହିଲେ, ଏତେ ଲୋକଙ୍କୁ ତୃପ୍ତ କରିବା ପାଇଁ ଆମ୍ଭେମାନେ ନିର୍ଜ୍ଜନ ସ୍ଥାନରେ କେଉଁଠାରୁ ଏତେ ରୁଟି ପାଇବା ? Viz kapitolaପବିତ୍ର ବାଇବଲ (Re-edited) - (BSI)33 ଶିଷ୍ୟମାନେ ତାହାଙ୍କୁ କହିଲେ, ଏତେ ଲୋକଙ୍କୁ ତୃପ୍ତ କରିବା ପାଇଁ ଆମ୍ଭେମାନେ ନିର୍ଜ୍ଜନ ସ୍ଥାନରେ କେଉଁଠାରୁ ଏତେ ରୋଟୀ ପାଇବା? Viz kapitolaପବିତ୍ର ବାଇବଲ (CL) NT (BSI)33 ଶିଷ୍ୟମାନେ ପଚାରିଲେ, “ଏମରୁ ଅଞ୍ଚଳରେ ଏତେ ଲୋକଙ୍କୁ ଖୁଆଇବା ପାଇଁ ଆମେ କେଉଁଠୁ ଖାଦ୍ୟ ପାଇବା?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଶିଷ୍ୟମାନେ ତାହାଙ୍କୁ କହିଲେ, ଏତେ ଲୋକଙ୍କୁ ତୃପ୍ତ କରିବା ପାଇଁ ଆମ୍ଭେମାନେ ନିର୍ଜନ ସ୍ଥାନରେ କେଉଁଠାରୁ ଏତେ ରୁଟି ପାଇବା? Viz kapitolaପବିତ୍ର ବାଇବଲ33 ଯୀଶୁଙ୍କ ଶିଷ୍ୟମାନେ କହିଲେ, “ଆମ୍ଭେ ଏତେ ଲୋକଙ୍କ ପାଇଁ ଏତେ ଖାଦ୍ୟ ଏଭଳି ସ୍ଥାନରେ କେଉଁଠାରୁ ପାଇବା? ଆମ୍ଭେ ନଗରଠାରୁ ବହୁତ ଦୂରରେ ଅଛୁ।” Viz kapitola |