ମାଥିଉ 15:34 - ଓଡିଆ ବାଇବେଲ34 ଯୀଶୁ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି ? ସେମାନେ କହିଲେ, ସାତୋଟି, ପୁଣି, ଅଳ୍ପ କେତୋଟି ସାନ ମାଛ । Viz kapitolaପବିତ୍ର ବାଇବଲ (Re-edited) - (BSI)34 ଯୀଶୁ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କ ପାଖରେ କେତୋଟି ରୋଟୀ ଅଛି? ସେମାନେ କହିଲେ, ସାତୋଟି, ପୁଣି ଅଳ୍ପ କେତୋଟି ସାନ ମାଛ। Viz kapitolaପବିତ୍ର ବାଇବଲ (CL) NT (BSI)34 ଯୀଶୁ ପଚାରିଲେ, “ତୁମ ପାଖରେ କେତୋଟି ରୋଟୀ ଅଛି?” ସେମାନେ ଉତ୍ତର ଦେଲେ, “ସାତୋଟି ରୋଟୀ ଓ କିଛି ଛୋଟ ମାଛ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଯୀଶୁ ସେମାନଙ୍କୁ ପଚାରିଲେ, “ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି?” ସେମାନେ କହିଲେ, ସାତୋଟି, ପୁଣି, ଅଳ୍ପ କେତୋଟି ସାନ ମାଛ। Viz kapitolaପବିତ୍ର ବାଇବଲ34 ଯୀଶୁ ପଗ୍ଭରିଲେ, ‘‘ତୁମ୍ଭ ପାଖରେ କେତେଖଣ୍ଡ ରୋଟୀ ଅଛି?” ସେମାନେ କହିଲେ, “ସାତଖଣ୍ଡ ରୋଟୀ ଓ କିଛି ଛୋଟ ମାଛ ଅଛି।” Viz kapitola |