ମାଥିଉ 15:37 - ଓଡିଆ ବାଇବେଲ37 ଆଉ ସମସ୍ତେ ଭୋଜନ କରି ପରିତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା, ତାହା ସେମାନେ ଉଠାଇ ସାତ ଟୋକେଇ ଭର୍ତ୍ତି କଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)37 ଆଉ, ସମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୋଟୀରୁ ଯାହା ବଳିଲା, ତାହା ସେମାନେ ଉଠାଇ ସାତ ବେତା ଭର୍ତ୍ତି କଲେ। Viz kapitolaପବିତ୍ର ବାଇବଲ (CL) NT (BSI)37 ସମସ୍ତେ ଯଥେଷ୍ଟ ପରିମାଣରେ ଖାଇବାକୁ ପାଇଳେ ଏବଂ ଶିଷ୍ୟମାନେ ବଳି ପଡ଼ିଥିବା ଖାଦ୍ୟ ପଦାର୍ଥରେ ଦାତୋଟି ଟୋକେଇ ପୂର୍ଣ୍ଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଆଉ ସମସ୍ତେ ଭୋଜନ କରି ପରିତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା, ତାହା ସେମାନେ ଉଠାଇ ସାତ ଟୋକେଇ ଭର୍ତ୍ତି କଲେ। Viz kapitolaପବିତ୍ର ବାଇବଲ37 ସମସ୍ତେ ଖାଇଲେ ଓ ସନ୍ତୋଷ ଲାଭ କଲେ। ତା'ପରେ ଶିଷ୍ୟମାନେ ବଳକା ଖାଦ୍ୟକୁ ସାତୋଟି ଟୋକେଇରେ ଭର୍ତ୍ତି କଲେ। Viz kapitola |