Online Bible

- Reklamy -




ମାଥିଉ 15:38 - ଓଡିଆ ବାଇବେଲ

38 ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ଚାରି ହଜାର ପୁରୁଷ ଥିଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

38 ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ଚାରିହଜାର ପୁରୁଷ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

38 ସ୍ତ୍ରୀ ଓ ପିଲାମାନଙ୍କୁ ବିଦାୟ ଦେଇ ନୌକା ଚଢ଼ି ମଗଦାନ ଅଞ୍ଚଳକୁ ଗଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ଚାରି ହଜାର ପୁରୁଷ ଥିଲେ।

Viz kapitola kopírovat

ପବିତ୍ର ବାଇବଲ

38 ସେଠାରେ ପ୍ରାୟ ଗ୍ଭରିହଜାର ପୁରୁଷ ଖାଇଥିଲେ। ସେମାନଙ୍କ ଛଡ଼ା ସ୍ତ୍ରୀ ଓ ପିଲାମାନେ ମଧ୍ୟ ଖାଇଥିଲେ।

Viz kapitola kopírovat




ମାଥିଉ 15:38

Následuj nás:

Reklamy


Reklamy