ମାଥିଉ 15:9 - ଓଡିଆ ବାଇବେଲ9 ସେମାନେ ମନୁଷ୍ୟମାନଙ୍କ ନିୟମଗୁଡ଼ିକ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)9 ମୋତେ ସେମାନେ ଆରାଧନା କରିବା ନିରର୍ଥକ, କାରଣ ସେମାନେ ମଣିଷ ରାଢ଼ା ନିୟମକୁ, ମୋର ଆଜ୍ଞା ବୋଲି କହୁଛନ୍ତି’।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି।’” Viz kapitolaପବିତ୍ର ବାଇବଲ9 ସେମାନେ ମୋତେ ଯେଉଁ ଉପାସନା କରନ୍ତି, ତାହା ମୂଲ୍ୟହୀନ। ସେମାନେ ଯେଉଁସବୁ ବିଷୟ ଶିକ୍ଷା ଦିଅନ୍ତି ତାହା କେବଳ ମଣିଷ ତିଆରି ବିଧିବିଧାନ।’” Viz kapitola |