ମାଥିଉ 16:1 - ଓଡିଆ ବାଇବେଲ1 ଫାରୂଶୀ ଓ ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ସେମାନଙ୍କୁ ଆକାଶରୁ ଗୋଟିଏ ଚିହ୍ନ ଦେଖାଇବା ପାଇଁ ତାହାଙ୍କୁ ଅନୁରୋଧ କଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)1 ଫାରୂଶୀ ଓ ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ସେମାନଙ୍କୁ ଆକାଶରୁ ଗୋଟିଏ ଚିହ୍ନ ଦେଖାଇବା ପାଇଁ ତାହାଙ୍କୁ ଅନୁରୋଧ କଲେ। Viz kapitolaପବିତ୍ର ବାଇବଲ (CL) NT (BSI)1 ଦିନେ କେତେ ଜଣ ଫାରୁଶୀ ଓ ସାଦ୍ଦୁକୀ ଯୀଶୁଙ୍କ ଦୋଷ ଧରିବା ପାଇଁ ଫାନ୍ଦ ପାତି ତାଙ୍କ ନିକଟକୁ ଆସିଲେ। ସେମାନେ ତାଙ୍କୁ କହିଲେ, ଈଶ୍ୱର ତାଙ୍କୁ ମନୋନୀତ କରିଛନ୍ତି ବୋଲି ପ୍ରମାଣ ଦେବା ପାଇଁ ସେ ଗୋଟିଏ ଅଲୌକିକ କାର୍ଯ୍ୟ କରି ଦେଖନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଫାରୂଶୀ ଓ ସାଦ୍ଦୂକୀମାନେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ସେମାନଙ୍କୁ ଆକାଶରୁ ଗୋଟିଏ ଚିହ୍ନ ଦେଖାଇବା ପାଇଁ ତାହାଙ୍କୁ ଅନୁରୋଧ କଲେ। Viz kapitolaପବିତ୍ର ବାଇବଲ1 ଫାରୂଶୀ ଓ ସାଦ୍ଦୂକୀମାନେ ଯୀଶୁଙ୍କ ନିକଟକୁ ଆସିଲେ। ସେମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଗ୍ଭହୁଁଥିଲେ। ତେଣୁ ସେମାନେ ଯୀଶୁଙ୍କୁ କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଇବାକୁ କହିଲେ, କାରଣ ଯୀଶୁ ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଇବା ଫଳରେ ପ୍ରମାଣିତ ହୋଇ ପାରିବ ଯେ ସେ ପରମେଶ୍ୱରଙ୍କ ପାଖରୁ ଆସିଛନ୍ତି। Viz kapitola |