ମାଥିଉ 16:13 - ଓଡିଆ ବାଇବେଲ13 ପରେ ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସି ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, ମନୁଷ୍ୟପୁତ୍ର କିଏ ବୋଲି ଲୋକେ କ'ଣ କହନ୍ତି ? Viz kapitolaପବିତ୍ର ବାଇବଲ (Re-edited) - (BSI)13 ପରେ ଯୀଶୁ କାଇସରୀୟା ଫିଲିପ୍ପୀ ଅଞ୍ଚଳକୁ ଆସି ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, ମନୁଷ୍ୟପୁତ୍ର କିଏ ବୋଲି ଲୋକେ କଅଣ କହନ୍ତି? Viz kapitolaପବିତ୍ର ବାଇବଲ (CL) NT (BSI)13 ସିସେରିଆ ଫିଲିପ୍ପୀ ନଗର ନିକଟବର୍ତ୍ତୀ ଅଞ୍ଚଳକୁ ଯିବା ପରେ ଯୀଶୁ ଶିଷ୍ୟମାନଙ୍କୁ ପଚାରିଲେ, “ମନୁଷ୍ୟ ପୁତ୍ର କିଏ- ଏ ବିଷୟରେ ଲୋକେ କ’ଣ କହୁଛନ୍ତି?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପରେ ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସି ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, “ମନୁଷ୍ୟପୁତ୍ର କିଏ ବୋଲି ଲୋକେ କଅଣ କହନ୍ତି?” Viz kapitolaପବିତ୍ର ବାଇବଲ13 ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସିବା ପରେ ଶିଷ୍ୟମାନଙ୍କୁ କହିଲେ, “ମୁଁ ହେଉଛି ମନୁଷ୍ୟପୁତ୍ର ମୁଁ କିଏ ବୋଲି ଲୋକେ ମୋ’ ବିଷୟରେ କ’ଣ କହୁଛନ୍ତି?” Viz kapitola |