ମାଥିଉ 16:19 - ଓଡିଆ ବାଇବେଲ19 ମୁଁ ତୁମ୍ଭଙ୍କୁ ସ୍ୱର୍ଗରାଜ୍ୟର କଞ୍ଚି ଦେବି, ଆଉ ତୁମ୍ଭେ ପୃଥିବୀରେ ଯାହା କିଛି ବନ୍ଦ କରିବ, ସ୍ୱର୍ଗରେ ତାହା ବନ୍ଦ ରହିବ, ପୁଣି, ପୃଥିବୀରେ ଯାହା କିଛି ମୁକ୍ତ କରିବ, ସ୍ୱର୍ଗରେ ତାହା ମୁକ୍ତ ରହିବ । Viz kapitolaପବିତ୍ର ବାଇବଲ (Re-edited) - (BSI)19 ମୁଁ ତୁମ୍ଭକୁ ସ୍ଵର୍ଗରାଜ୍ୟର କଞ୍ଚି ଦେବି, ଆଉ ତୁମ୍ଭେ ପୃଥିବୀରେ ଯାହା କିଛି ବନ୍ଦ କରିବ, ସ୍ଵର୍ଗରେ ତାହା ବନ୍ଦ ରହିବ, ପୁଣି ପୃଥିବୀରେ ଯାହା କିଛି ମୁକ୍ତ କରିବ, ସ୍ଵର୍ଗରେ ତାହା ମୁକ୍ତ ରହିବ। Viz kapitolaପବିତ୍ର ବାଇବଲ (CL) NT (BSI)19 “ମୁଁ ତୁମକୁ ସ୍ୱର୍ଗରେ ମଧ୍ୟ ସେଥିପାଇଁ ଅନୁମତି ମିଳିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ମୁଁ ତୁମ୍ଭଙ୍କୁ ସ୍ୱର୍ଗରାଜ୍ୟର ଚାବି ଦେବି, ଆଉ ତୁମ୍ଭେ ପୃଥିବୀରେ ଯାହା କିଛି ବନ୍ଦ କରିବ, ସ୍ୱର୍ଗରେ ତାହା ବନ୍ଦ ରହିବ, ପୁଣି, ପୃଥିବୀରେ ଯାହା କିଛି ମୁକ୍ତ କରିବ, ସ୍ୱର୍ଗରେ ତାହା ମୁକ୍ତ ରହିବ।” Viz kapitolaପବିତ୍ର ବାଇବଲ19 ସ୍ୱର୍ଗରାଜ୍ୟର ଗ୍ଭବିଗୁଡ଼ିକ ମୁଁ ତୁମ୍ଭକୁ ଦେବି। ତେଣୁ ଏ ପୃଥିବୀରେ ଯେତେବେଳେ ତୁମ୍ଭେ ନ୍ୟାୟବିଗ୍ଭର କରିବ, ସେହି ନ୍ୟାୟବିଗ୍ଭର ପରମେଶ୍ୱରଙ୍କର ନ୍ୟାୟବିଗ୍ଭର ହେବ। ଏ ପୃଥିବୀରେ ଯେତେବେଳେ ତୁମ୍ଭେ କ୍ଷମା ଦେବ, ସେହି କ୍ଷମା ପରମେଶ୍ୱରଙ୍କର କ୍ଷମା ହେବ।” Viz kapitola |