ମାଥିଉ 16:22 - ଓଡିଆ ବାଇବେଲ22 ସେଥିରେ ପିତର ତାହାଙ୍କୁ ଗୋଟିଏ ପାଖକୁ ଘେନିଯାଇ ଅନୁଯୋଗ କରି କହିବାକୁ ଲାଗିଲେ, ହେ ପ୍ରଭୁ, ଈଶ୍ୱର ଆପଣଙ୍କୁ ଦୟା କରନ୍ତୁ, ନା ପ୍ରଭୁ, ଏହା ଆପଣଙ୍କ ପ୍ରତି କେବେ ହେଁ ନ ଘଟୁ । Viz kapitolaପବିତ୍ର ବାଇବଲ (Re-edited) - (BSI)22 ସେଥିରେ ପିତର ତାହାଙ୍କୁ ଗୋଟିଏ ପାଖକୁ ଘେନିଯାଇ ଅନୁଯୋଗ କରି କହିବାକୁ ଲାଗିଲେ, ହେ ପ୍ରଭୁ, ଈଶ୍ଵର ଆପଣଙ୍କୁ ଦୟା କରନ୍ତୁ, ଏହା ଆପଣଙ୍କ ପ୍ରତି କେବେ ହେଁ ନ ଘଟୁ। Viz kapitolaପବିତ୍ର ବାଇବଲ (CL) NT (BSI)22 ପିତର ଯୀଶୁଙ୍କୁ ନିଭୃତକୁ ଡାକିନେଇ ଅନୁଯୋଗ କରି କହିଲେ, “ଈଶ୍ୱର ନ କରନ୍ତୁ, ପ୍ରଭୁ, ଆପଣଙ୍କ ପ୍ରତି ଏସବୁ କେବେ ନ ଘଟୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେଥିରେ ପିତର ତାହାଙ୍କୁ ଅନ୍ୟ ଆଡ଼କୁ ଘେନିଯାଇ ଅନୁଯୋଗ କରି କହିବାକୁ ଲାଗିଲେ, ହେ ପ୍ରଭୁ, ଈଶ୍ବର ଆପଣଙ୍କୁ ଦୟା କରନ୍ତୁ, ଏହା ଆପଣଙ୍କ ପ୍ରତି କେବେ ହେଁ ନ ଘଟୁ। Viz kapitolaପବିତ୍ର ବାଇବଲ22 ତା'ପରେ ପିତର ଯୀଶୁଙ୍କୁ ଗୋଟିଏ ପାଖକୁ ଏକୁଟିଆ ଡାକି ନେଲେ ଓ ତାହାଙ୍କୁ ସମାଲୋଚନା କରି କହିଲେ, “ହେ ପ୍ରଭୁ! ପରମେଶ୍ୱର ଆପଣଙ୍କ ଉପରେ ଦୟା କରନ୍ତୁ। ଆପଣଙ୍କ ପାଇଁ ଏସବୁ ଘଟଣା ନ ଘଟୁ।” Viz kapitola |