ମାଥିଉ 16:9 - ଓଡିଆ ବାଇବେଲ9 ତୁମ୍ଭେମାନେ କ'ଣ ଏପର୍ଯ୍ୟନ୍ତ ବୁଝୁ ନାହଁ ? ଅବା ସେହି ପାଞ୍ଚ ହଜାର ଲୋକଙ୍କ ପାଞ୍ଚୋଟି ରୁଟି, ଆଉ କେତେ ଟୋକାଇ ଉଠାଇଲ, Viz kapitolaପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ବୁଝୁ ନାହଁ? ଅବା ସେହି ପାଞ୍ଚ ହଜାର ଲୋକଙ୍କ ପାଞ୍ଚୋଟି ରୋଟୀ, ଆଉ କେତେ ଟୋକାଇ ଉଠାଇଲ, Viz kapitolaପବିତ୍ର ବାଇବଲ (CL) NT (BSI)9 ଏ ପର୍ଯ୍ୟନ୍ତ କ’ଣ ବୁଝିପାରି ନାହିଁ? ପାଞ୍ଚ ହଜାର ଲୋକଙ୍କ ମଧ୍ୟରେ ମୁଁ ପାଞ୍ଚୋଟି ରୋଟୀ ବାଣ୍ଟିଥିବା କଥା କ’ଣ ତୁମର ମନେ ନାହିଁ? ସେତେବେଳେ କେତୋଟି ଟୋକେଇ ପୂର୍ଣ୍ଣ କରିଥିଲେ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ବୁଝୁ ନାହଁ? ଅବା ସେହି ପାଞ୍ଚ ହଜାର ଲୋକଙ୍କ ପାଞ୍ଚୋଟି ରୁଟି, ଆଉ କେତେ ଟୋକେଇ ଉଠାଇଲ, Viz kapitolaପବିତ୍ର ବାଇବଲ9 ଏବେ ସୁଦ୍ଧା ତୁମ୍ଭେ କ’ଣ ବୁଝି ପାରୁନ? ପାଞ୍ଚୋଟି ରୋଟୀକୁ ପାଞ୍ଚ ହଜାର ଲୋକ ଖାଇଥିବା କଥା ମନେ ପକାଅ। ଲୋକେ ଖାଇ ସାରିବା ପରେ ବଳକା ଅଂଶତକ ତୁମ୍ଭେ ଅନେକ ଟୋକେଇରେ ଭର୍ତ୍ତି କରିଥିଲ। Viz kapitola |