Online Bible

- Reklamy -




ମାଥିଉ 17:12 - ଓଡିଆ ବାଇବେଲ

12 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲିୟ ତ ଆସି ସାରିଲେଣି, ମାତ୍ର ଲୋକେ ତାହାଙ୍କୁ ନ ଚିହ୍ନି ଯାହା ଇଚ୍ଛା, ତାହା ହିଁ ତାହାଙ୍କ ପ୍ରତି କରିଅଛନ୍ତି । ସେହି ପ୍ରକାରେ ମନୁଷ୍ୟପୁତ୍ର ମଧ୍ୟ ସେମାନଙ୍କ ହାତରେ ଦୁଃଖଭୋଗ କରିବାକୁ ଯାଉଅଛନ୍ତି ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲୀୟ ତ ଆସି ସାରିଲେଣି, ମାତ୍ର ଲୋକ ତାହାଙ୍କୁ ନ ଚିହ୍ନି ଯାହା ଇଚ୍ଛା, ତାହା ହିଁ ତାହାଙ୍କ ପ୍ରତି କରିଅଛନ୍ତି। ସେହି ପ୍ରକାରେ ମନୁଷ୍ୟପୁତ୍ର ମଧ୍ୟ ସେମାନଙ୍କ ହସ୍ତରେ ଦୁଃଖଭୋଗ କରିବାକୁ ଯାଉଅଛନ୍ତି।।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

12 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି, ଏଲିୟ ଆମସି ସାରିଛନ୍ତି ଏବଂ ତାଙ୍କୁ ନ ଚିହ୍ନି ଲୋକେ ତାଙ୍କ ପ୍ରତି ଯାହା ଇଚ୍ଛା, ତାହା କରିଛନ୍ତି। ମନୁଷ୍ୟ ପୁତ୍ରଙ୍କ ପ୍ରତି ମଧ୍ୟ ସେମାନେ ସେହିପରି ଦୁର୍ବ୍ୟବହାର କରିବେ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲୀୟ ତ ଆସି ସାରିଲେଣି, ମାତ୍ର ଲୋକେ ତାହାଙ୍କୁ ନ ଚିହ୍ନି ଯାହା ଇଚ୍ଛା, ତାହା ହିଁ ତାହାଙ୍କ ପ୍ରତି କରିଅଛନ୍ତି। ସେହି ପ୍ରକାରେ ମନୁଷ୍ୟପୁତ୍ର ମଧ୍ୟ ସେମାନଙ୍କ ହାତରେ ଦୁଃଖଭୋଗ କରିବାକୁ ଯାଉଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ

12 କିନ୍ତୁ ମୁଁ ତୁମ୍ଭକୁ କହି ଦେଉଛି ଯେ, ଏଲିୟ ଆସି ସାରିଛନ୍ତି। ଲୋକମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ। ଲୋକମାନେ ଯାହା ଇଚ୍ଛା କଲେ, ତାହାଙ୍କୁ ସେହି ପ୍ରକାର ବ୍ୟବହାର କଲେ। ସେହିଭଳି ମନୁଷ୍ୟପୁତ୍ର ମଧ୍ୟ ସେମାନଙ୍କଠାରୁ ସେହି ପ୍ରକାର ଯାତନା ଭୋଗ କରିବେ।”

Viz kapitola kopírovat




ମାଥିଉ 17:12

Následuj nás:

Reklamy


Reklamy