ମାଥିଉ 17:18 - ଓଡିଆ ବାଇବେଲ18 ଆଉ ଯୀଶୁ ଭୂତକୁ ଧମକାନ୍ତେ ସେ ତାହାଠାରୁ ବାହାରିଗଲା ଓ ବାଳକଟି ସେହି ମୁହୂର୍ତ୍ତରୁ ସୁସ୍ଥ ହେଲା । Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆଉ, ଯୀଶୁ ଭୂତକୁ ଧମକାନ୍ତେ ସେ ତାହାଠାରୁ ବାହାରିଗଲା ଓ ବାଳକଟି ସେହି ଦଣ୍ତରୁ ସୁସ୍ଥ ହେଲା। Viz kapitolaପବିତ୍ର ବାଇବଲ (CL) NT (BSI)18 ବାଳକ ବାଳକ ଭିତରେ ଥିବା ଭୂତକୁ ଯୀଶୁ ଧମକ ଦେଲ। ଭୂତ ତା’କୁ ଛାଡ଼ି ଚାଲିଗଲା ଏବଂ ସେହି ମୁହୂର୍ତ୍ତରେ ବାଳକଟି ସୁସ୍ଥ ହୋଇଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ ଯୀଶୁ ଭୂତକୁ ଧମକାନ୍ତେ ସେ ତାହାଠାରୁ ବାହାରିଗଲା ଓ ବାଳକଟି ସେହି ମୁହୂର୍ତ୍ତରୁ ସୁସ୍ଥ ହେଲା। Viz kapitolaପବିତ୍ର ବାଇବଲ18 ତା'ପରେ ଯୀଶୁ ପିଲାଟିର ଦେହ ଭିତରେ ରହିଥିବା ଭୂତଟିକୁ କଠୋର ଆଦେଶ ଦେଲେ। ଭୂତଟି ତା’ ଦେହରୁ ବାହାରି ଆସିଲା, ସେହି ମୁହୂର୍ତ୍ତରେ ପିଲାଟି ସୁସ୍ଥ ହୋଇଗଲା। Viz kapitola |