Online Bible

- Reklamy -




ମାଥିଉ 17:23 - ଓଡିଆ ବାଇବେଲ

23 ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ତୃତୀୟ ଦିବସରେ ସେ ଉଠିବେ । ଏଥିରେ ସେମାନେ ଅତ୍ୟନ୍ତ ଦୁଃଖିତ ହେଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ପୁଣି ସେମାନେ ତାହାଙ୍କୁ ବଧ କରିବେ, ଆଉ ତୃତୀୟ ଦିବସରେ ସେ ଉତ୍ଥିତ ହେବେ। ଏଥିରେ ସେମାନେ ଅତ୍ୟ; ଦୁଃଖିତ ହେଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

23 “ଯେଉଁ ଲୋକମାନେ ମନୁଷ୍ୟ ପୁତ୍ରଙ୍କୁ ହତ୍ୟା କରିବେ, ସେମାନେ ହାତରେ ସମର୍ପିତ ହେବାକୁ ସେ ଏବେ ଯାଇଉନ୍ତି, କିନ୍ତୁ ତିନି ଦିନ ପରେ ସେ ପୁନର୍ଜୀବିତ ହେବେ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ତୃତୀୟ ଦିବସରେ ସେ ଉଠିବେ। ଏଥିରେ ସେମାନେ ଅତ୍ୟନ୍ତ ଦୁଃଖିତ ହେଲେ।”

Viz kapitola kopírovat

ପବିତ୍ର ବାଇବଲ

23 ସେମାନେ ତାହାଙ୍କୁ ମାରିଦେବେ, କିନ୍ତୁ ସେ ମୃତ୍ୟୁରୁ ତୃତୀୟ ଦିନ ବଞ୍ଚି ଉଠିବେ।” ଯୀଶୁଙ୍କୁ ମାରି ଦିଆଯିବ ବୋଲି ଖବର ଶୁଣି ତାହାଙ୍କ ଶିଷ୍ୟମାନେ ବହୁତ ମନଦୁଃଖ କଲେ।

Viz kapitola kopírovat




ମାଥିଉ 17:23

Následuj nás:

Reklamy


Reklamy