ମାଥିଉ 17:24 - ଓଡିଆ ବାଇବେଲ24 ଏଥିମଧ୍ୟରେ ସେମାନେ କଫର୍ନାହୂମକୁ ଆସନ୍ତେ ମନ୍ଦିରର କର ଆଦାୟକାରୀ ଲୋକେ ପିତରଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭମାନଙ୍କର ଗୁରୁ କ'ଣ ମନ୍ଦିରର କର ଦିଅନ୍ତି ନାହିଁ ? Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏଥିମଧ୍ୟରେ ସେମାନେ କଫର୍ନାହୂମକୁ ଆସନ୍ତେ, ମନ୍ଦିରର କରଆଦାୟକାରୀ ଲୋକେ ପିତରଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭମାନଙ୍କର ଗୁରୁ କଅଣ ମନ୍ଦିରର କର ଦିଅନ୍ତି ନାହିଁ? Viz kapitolaପବିତ୍ର ବାଇବଲ (CL) NT (BSI)24 ଯୀଶୁ ଓ ତାଙ୍କ ଶିଷ୍ୟମାନେ କପର୍ନାହୂମକୁ ଆସିବା ପରେ ମନ୍ଦିର-ଶୁଲ୍କ ଦିଅନ୍ତି କି?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଥିମଧ୍ୟରେ ସେମାନେ କଫର୍ନାହୂମ ନଗରକୁ ଆସନ୍ତେ ମନ୍ଦିରର କର ଆଦାୟକାରୀ ଲୋକେ ପିତରଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭମାନଙ୍କର ଗୁରୁ କଅଣ ମନ୍ଦିରର କର ଦିଅନ୍ତି ନାହିଁ? Viz kapitolaପବିତ୍ର ବାଇବଲ24 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କଫର୍ନାହୂମକୁ ଗଲେ। କଫର୍ନାହୂମରେ କେତେକ ଲୋକ ପିତରଙ୍କ ପାଖକୁ ଆସିଲେ। ଯେଉଁମାନେ ମନ୍ଦିରର କରଆଦାୟ କରନ୍ତି, ସେମାନେ ସେହି ଲୋକ ଥିଲେ। ସେମାନେ ପଗ୍ଭରିଲେ, “ତୁମ୍ଭର ଗୁରୁ ମନ୍ଦିରର ‘ଦୁଇ-ଡ୍ରକ୍ମା’ କର ଦିଅନ୍ତି କି?” Viz kapitola |