ମାଥିଉ 17:27 - ଓଡିଆ ବାଇବେଲ27 କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ନ ହେଉ, ଏଥିପାଇଁ ସମୁଦ୍ରକୁ ଯାଇ ବନ୍ଶୀ କଣ୍ଟା ପକାଅ, ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ, ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟମୁଦ୍ରା ପାଇବ; ତାହା ନେଇ ମୋ ପାଇଁ ଓ ତୁମ୍ଭ ପାଇଁ ସେମାନଙ୍କୁ ଦିଅ । Viz kapitolaପବିତ୍ର ବାଇବଲ (Re-edited) - (BSI)27 କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ନ ହେଉ, ଏଥିପାଇଁ ସମୁଦ୍ରକୁ ଯାଇ ବନଶି ପକାଅ, ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ, ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟ ମୁଦ୍ରା ପାଇବ; ତାହା ଘେନି ମୋʼ ପାଇଁ ଓ ତୁମ୍ଭ ପାଇଁ ସେମାନଙ୍କୁ ଦିଅ। Viz kapitolaପବିତ୍ର ବାଇବଲ (CL) NT (BSI)27 କିନ୍ତୁ ଆମେ ଏବେ ସେମାନଙ୍କୁ ଅପମାନିତ କରିବାକୁ ଚାହୁଁନୁ। ତୁମେ ହ୍ରଦକୁ ଯାଇ ବନଶୀ ପକାଅ। ପ୍ରଥମେ ଯେଉଁ ମାଛଟି ପଡ଼ିବ, ତା’ ପାଟିରୁ ଗୋଟିଏ ମୁଦ୍ରା ପାଇବ। ତାହା ନେଇ ମୋ’ ପାଇଁ ଓ ତୁମ ପାଇଁ ଓ ତୁମ ପାଇଁ ମନ୍ଦିର-ଶୁଳକକ ଦେଇଦିଅ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ନ ହେଉ, ଏଥିପାଇଁ ସମୁଦ୍ରକୁ ଯାଇ ବନଶି ପକାଅ, ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ, ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟ-ମୁଦ୍ରା ପାଇବ; ତାହା ନେଇ ମୋ ପାଇଁ ଓ ତୁମ୍ଭ ପାଇଁ ସେମାନଙ୍କୁ ଦିଅ।” Viz kapitolaପବିତ୍ର ବାଇବଲ27 କିନ୍ତୁ ଏହି କରଆଦାୟକାରୀଙ୍କୁ ଆମ୍ଭେ କ୍ରୋଧିତ କରିବା ନାହିଁ। ତେଣୁ କର ଏହିଭଳି ଭାବରେ ଦେଇଦିଅ: ହ୍ରଦକୁ ଯାଅ। ତୁମ୍ଭର ମାଛ ଧର। ତୁମ୍ଭେ ଧରିଥିବା ପ୍ରଥମ ମାଛଟି ଆଣ, ତା'ର ପାଟି ଖୋଲ। ତା ପାଟିରୁ ତୁମ୍ଭେ ଗ୍ଭରୋଟି ରୌପ୍ୟ ମୁଦ୍ରା ପାଇବ। ସେ ମୁଦ୍ରାଗୁଡ଼ିକୁ ଆଣି ମୋ’ ପାଇଁ ଓ ତୁମ୍ଭ ପାଇଁ ଟିକସ ଆଦାୟକାରୀଙ୍କୁ ଦେଇଦିଅ।” Viz kapitola |