ମାଥିଉ 18:15 - ଓଡିଆ ବାଇବେଲ15 ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ । Viz kapitolaପବିତ୍ର ବାଇବଲ (Re-edited) - (BSI)15 ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇକି ଲାଭ କଲ। Viz kapitolaପବିତ୍ର ବାଇବଲ (CL) NT (BSI)15 “ଜଣେ ଭାଇ ଯଦି ତୁମ ବିରୁଦ୍ଧରେ କିଛି ଦୋଷ କରେ, ତା’ ପାଖକୁ ଯାଇ ତା’ର ଦୋଷ ତାକୁ ଦେଖାଇ ଦିଅ। କିନ୍ତୁ ତୁମେ ଦୁଇଜଣ ଏକାକୀ ଥିବା ବେଳେ ଏହା ଗୋପନରେ କର। ଯଦି ସେ ତୁମ କଥା ଶୁଣେ, ତୁମ ଭାଇକୁ ତୁମେ ଫେରି ପାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ। Viz kapitolaପବିତ୍ର ବାଇବଲ15 “ତୁମ୍ଭର କେହି ଭାଇ ଯଦି ତୁମ୍ଭ ବିରୁଦ୍ଧରେ ଭୁଲ୍ କାମ କରେ, ତେବେ ସେ ଏକାକୀ ଥିବା ବେଳେ ତା’ ନିକଟକୁ ଯାଇ ତା'ର ଭୁଲ୍ ବିଷୟରେ କୁହ। ଯଦି ସେ ତୁମ୍ଭ କଥା ଶୁଣେ, ତେବେ ତୁମ୍ଭେ ତାକୁ ପୁଣି ଥରେ ତୁମ୍ଭର ଭାଇ ହୋଇ ରହିବାକୁ ସାହାଯ୍ୟ କର। Viz kapitola |