ମାଥିଉ 18:18 - ଓଡିଆ ବାଇବେଲ18 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ପୃଥିବୀରେ ଯାହାସବୁ ବନ୍ଦ କରିବ, ସ୍ୱର୍ଗରେ ସେହି ସବୁ ବନ୍ଦ ରହିବ, ପୁଣି, ପୃଥିବୀରେ ଯାହାସବୁ ମୁକ୍ତ କରିବ, ସ୍ୱର୍ଗରେ ସେହି ସବୁ ମୁକ୍ତ ରହିବ । Viz kapitolaପବିତ୍ର ବାଇବଲ (Re-edited) - (BSI)18 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ପୃଥିବୀରେ ଯାହାସବୁ ବନ୍ଦ କରିବ, ସ୍ଵର୍ଗରେ ସେହିସବୁ ବନ୍ଦ ରହିବ,ପୁଣି ପୃଥିବୀରେ ଯାହାସବୁ ମୁକ୍ତ କରିବ, ସ୍ଵର୍ଗରେ ସେହିସବୁ ମୁକ୍ତ ରହିବ। Viz kapitolaପବିତ୍ର ବାଇବଲ (CL) NT (BSI)18 “ତୁମ୍ଭମାନଙ୍କୁ ଏହି କଥା କହି ରଖୁଛି, ତୁମେ ଏହି ପୃଥିବୀରେ ଯାହା ନିଷେଧ କରିବ, ସ୍ୱର୍ଗରେ ମଧ୍ୟ ତାହା ନିଷିଦ୍ଧ ହେବ ଏବଂ ଯାହା ପାଇଁ ତୁମେ ପୃଥିବୀରେ ଅନୁମତି ଦେବ, ସ୍ୱର୍ଗରେ ମଧ୍ୟ ତାହା ଅନୁମୋଦିତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ପୃଥିବୀରେ ଯାହାସବୁ ବନ୍ଦ କରିବ, ସ୍ୱର୍ଗରେ ସେହିସବୁ ବନ୍ଦ ରହିବ, ପୁଣି, ପୃଥିବୀରେ ଯାହାସବୁ ମୁକ୍ତ କରିବ, ସ୍ୱର୍ଗରେ ସେହିସବୁ ମୁକ୍ତ ରହିବ। Viz kapitolaପବିତ୍ର ବାଇବଲ18 “ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ ତୁମ୍ଭେ ଏ ସଂସାରରେ ଯାହାସବୁ ବନ୍ଦ କରିବ ତାହା ପରମେଶ୍ୱରଙ୍କ ଦ୍ୱାରା ବନ୍ଦ ହେବ। ତୁମ୍ଭେ ଏ ସଂସାରରେ ଯେତେବେଳେ କ୍ଷମା ଦେବା ପାଇଁ ପ୍ରତିଶ୍ରୁତି ଦେବ, ସେହି କ୍ଷମା ମଧ୍ୟ ପରମେଶ୍ୱରଙ୍କ କ୍ଷମା ହେବ। Viz kapitola |