Online Bible

- Reklamy -




ମାଥିଉ 18:20 - ଓଡିଆ ବାଇବେଲ

20 କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋʼ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 “କାରଣ ଯେଉଁ ଦୁଇ ବା ତତୋଧିକ ଲୋକ ମୋ’ ନାମରେ ଏକତ୍ରିତ ହୁଅନ୍ତି, ମୁଁ ସେଠାରେ ବିଦ୍ୟମାନ ଥାଏ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି।”

Viz kapitola kopírovat

ପବିତ୍ର ବାଇବଲ

20 ଏ କଥା ସତ୍ୟ। କାରଣ ଯେଉଁଠାରେ, ମୋ’ ନାମରେ ବିଶ୍ୱାସ କରୁଥିବା ଦୁଇତିନି ଜଣ ଲୋକ ଏକାଠି ହୁଅନ୍ତି, ମୁଁ ସେଠାରେ ସେମାନଙ୍କ ସହିତ ଅଛି।”

Viz kapitola kopírovat




ମାଥିଉ 18:20

Následuj nás:

Reklamy


Reklamy