ମାଥିଉ 18:26 - ଓଡିଆ ବାଇବେଲ26 ତେଣୁ ସେହି ଦାସ ତାହାଙ୍କୁ ଭୂମିଷ୍ଠ ପ୍ରଣାମ କରି କହିବାକୁ ଲାଗିଲା, ଆପଣ ମୋ ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣକୁ ସବୁ ପରିଶୋଧ କରିଦେବି । Viz kapitolaପବିତ୍ର ବାଇବଲ (Re-edited) - (BSI)26 ତେଣୁ ସେହି ଦାସ ତାଙ୍କୁ ଭୂମିଷ୍ଠ ପ୍ରଣାମ କରି କହିବାକୁ ଲାଗିଲା, ଆପଣ ମୋʼ ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣଙ୍କୁ ସବୁ ପରିଶୋଧ କରିଦେବି। Viz kapitolaପବିତ୍ର ବାଇବଲ (CL) NT (BSI)26 କର୍ମଚାରୀଟି ରାଜାଙ୍କ ଗୋଡ଼ ତଳେ ପଡ଼ି ଅନୁନୟ କରି କହିଲା, “ଆଉ ଟିକିଏ ଧୈର୍ଯ୍ୟ ଧରନ୍ତୁ ମଣିମା - ମୁଁ ଆପଣଙ୍କ ସମସ୍ତ ଋଣ ପରିଶୋଧ କରିଦେବି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତେଣୁ ସେହି ଦାସ ତାହାଙ୍କୁ ଭୂମିଷ୍ଠ ପ୍ରଣାମ କରି କହିବାକୁ ଲାଗିଲା, ‘ଆପଣ ମୋ ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣକୁ ସବୁ ପରିଶୋଧ କରିଦେବି।’ Viz kapitolaପବିତ୍ର ବାଇବଲ26 “ଗ୍ଭକରଟି ରାଜାଙ୍କ ଆଗରେ ଆଣ୍ଠୁମାଡ଼ି ବସିପଡ଼ିଲା। ସେ ପ୍ରାର୍ଥନା କଲା, ‘ଆପଣ ମୋ’ ପାଇଁ ଧୈର୍ଯ୍ୟବାନ ହୁଅନ୍ତୁ। ମୁଁ ଆପଣଙ୍କର ସମସ୍ତ ଋଣ ପରିଶୋଧ କରିଦେବି।’ Viz kapitola |