ମାଥିଉ 18:3 - ଓଡିଆ ବାଇବେଲ3 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)3 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲାଙ୍କ ପରି ନ ହେଲେ କୌଣସି ପ୍ରକାରେ ସ୍ଵର୍ଗ-ରାଜ୍ୟରେ ପ୍ରବେଶ କରିବ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)3 “ମୁଁ ତୁମ୍ଭମାନଙ୍କୁ ନିଶ୍ଚିତ ଭାବରେ କହୁଛି, ତୁମର ମନ ପରିବର୍ତ୍ତିତ ହୋଇ ଶିଶୁ ସୁଲଭ ନ ହେଲେ ସ୍ୱର୍ଗରାଜ୍ୟରେ କଦାପି ପ୍ରବେଶ କରିପାରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ। Viz kapitolaପବିତ୍ର ବାଇବଲ3 ତା'ପରେ ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେ ନିଜକୁ ପରିବର୍ତ୍ତନ କର। ହୃଦୟ ଭିତରେ ଗୋଟିଏ ଛୋଟ ପିଲାଭଳି ହୋଇଯାଅ। ଏ କଥା ନ କଲେ ତୁମ୍ଭେ ସ୍ୱର୍ଗରାଜ୍ୟରେ କଦାପି ପ୍ରବେଶ କରି ପାରିବ ନାହିଁ। Viz kapitola |