Online Bible

- Reklamy -




ମାଥିଉ 18:30 - ଓଡିଆ ବାଇବେଲ

30 ମାତ୍ର ସେ ସମ୍ମତ ହେଲା ନାହିଁ, କିନ୍ତୁ ଯାଇ ଋଣ ପରିଶୋଧ ନ କରିବା ଯାଏ ତାହାକୁ କାରାଗାରରେ ପକାଇଦେଲା ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ମାତ୍ର ସେ ସମ୍ମତ ହେଲା ନାହିଁ, କିନ୍ତୁ ଯାଇ ଋଣ ପରିଶୋଧ ନ କରିବା ଯାଏ ତାହାକୁ କାରାଗାରରେ ପକାଇଦେଲା।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

30 “କିନ୍ତୁ ପ୍ରଥମ ଲୋକ ତା’ ଗୁହାରି ଶୁଣିଲା ନାହିଁ, ବରଂ ଋଣ ପରିଶୋଧ କରିବା ପର୍ଯ୍ୟନ୍ତ ତାକୁ ଜେଲଖାନାରେ ରଖାଇଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ମାତ୍ର ସେ ସମ୍ମତ ହେଲା ନାହିଁ, କିନ୍ତୁ ଯାଇ ଋଣ ପରିଶୋଧ ନ କରିବା ଯାଏ ତାହାକୁ କାରାଗାରରେ ପକାଇଦେଲା।

Viz kapitola kopírovat

ପବିତ୍ର ବାଇବଲ

30 “କିନ୍ତୁ ପ୍ରଥମ ଗ୍ଭକର ଧୈର୍ଯ୍ୟ ଧରିବାକୁ ମନାକଲା। କେବଳ ଏତିକି ନୁହେଁ, ସେ ବିଗ୍ଭରପତିଙ୍କ ନିକଟକୁ ଯାଇ ଦ୍ୱିତୀୟ ଗ୍ଭକର ବିରୁଦ୍ଧରେ ଅଭିଯୋଗ ମଧ୍ୟ କଲା। ଦ୍ୱିତୀୟ ଗ୍ଭକରକୁ କାରାଗାରକୁ ପଠାଇ ଦିଆଗଲା। ଋଣ ପରିଶୋଧ ନ କରିବା ପର୍ଯ୍ୟନ୍ତ ତାକୁ କାରାଗାରରେ ରହିବାକୁ ପଡ଼ିଲା।

Viz kapitola kopírovat




ମାଥିଉ 18:30

Následuj nás:

Reklamy


Reklamy