ମାଥିଉ 18:35 - ଓଡିଆ ବାଇବେଲ35 ତୁମ୍ଭେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକୁ କ୍ଷମା ନ କର, ତାହାହେଲେ ମୋହର ସ୍ୱର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ । Viz kapitolaପବିତ୍ର ବାଇବଲ (Re-edited) - (BSI)35 ତୁମ୍ଭେମାନେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକି କ୍ଷମା ନ କର, ତାହାହେଲେ ମୋହର ସ୍ଵର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ। Viz kapitolaପବିତ୍ର ବାଇବଲ (CL) NT (BSI)35 ଯୀଶୁ ଦୃଷ୍ଟାନ୍ତ ଶେଷକରି କହିଲେ, “ତୁମ ବିରୁଦ୍ଧରେ ଦୋଷ କରିଥିବା ଲୋକମାନଙ୍କୁ ଆନ୍ତରିକଭାବେ ଯଦି କ୍ଷମା ନ ଦିଅ, ତେବେ ମୋ’ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ ପ୍ରତି ଏହିପରି ବ୍ୟବହାର କରିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ତୁମ୍ଭେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକୁ କ୍ଷମା ନ କର, ତାହାହେଲେ ମୋହର ସ୍ୱର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ।” Viz kapitolaପବିତ୍ର ବାଇବଲ35 “ମୋର ସ୍ୱର୍ଗୀୟ ପରମପିତା ତୁମ୍ଭକୁ ଯେଭଳି ବ୍ୟବହାର ଦେଖାଇବେ, ଏହି ରାଜା ଗ୍ଭକରକୁ ଠିକ୍ ସେହିଭଳି ବ୍ୟବହାର ଦେଖାଇଲେ। ଅତଏବ ତୁମ୍ଭେମାନେ ନିଜ ଭାଇ ବା ଭଉଣୀକୁ ହୃଦୟରୁ କ୍ଷମା ଦେବ। ନଚେତ ମୋର ସ୍ୱର୍ଗୀୟ ପିତା ତୁମ୍ଭମାନଙ୍କୁ କ୍ଷମା ଦେବେ ନାହିଁ।” Viz kapitola |