ମାଥିଉ 19:18 - ଓଡିଆ ବାଇବେଲ18 ସେ ତାହାଙ୍କୁ ପଚାରିଲେ, କି କି ପ୍ରକାର ଆଜ୍ଞା ? ଯୀଶୁ କହିଲେ, ଏହି ସବୁ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, Viz kapitolaପବିତ୍ର ବାଇବଲ (Re-edited) - (BSI)18 ସେ ତାହାଙ୍କୁ ପଚାରିଲେ, କି କି ପ୍ରକାର ଆଜ୍ଞା? ଯୀଶୁ କହିଲେ, ଏହିସବୁ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟାସାକ୍ଷ୍ୟ ଦିଅ ନାହିଁ, Viz kapitolaପବିତ୍ର ବାଇବଲ (CL) NT (BSI)18 ସେ ପଚାରିଲା, “କେଉଁସବୁ ଆଜ୍ଞା?” ଯୀଶୁ କହିଲେ, “ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ। ଚୋରି କର ନାହିଁ, କାହା ବିରୁଦ୍ଧରେ ମିଥ୍ୟା ଅଭିଯୋଗ କର ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେ ତାହାଙ୍କୁ ପଚାରିଲେ, କି କି ପ୍ରକାର ଆଜ୍ଞା? ଯୀଶୁ କହିଲେ, “ଏହିସବୁ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, Viz kapitolaପବିତ୍ର ବାଇବଲ18 ଲୋକ ଜଣକ ପଗ୍ଭରିଲା, “କେଉଁ ଆଦେଶ?” ଯୀଶୁ ଉତ୍ତର ଦେଲେ, “‘ତୁମ୍ଭେ କାହାରିକୁ ହତ୍ୟା କରିବ ନାହିଁ, ବ୍ୟଭିଗ୍ଭର କର ନାହିଁ, ଗ୍ଭେରି କର ନାହିଁ, ଅନ୍ୟ ଲୋକଙ୍କ ବିଷୟରେ ମିଛ କୁହ ନାହିଁ।’ Viz kapitola |