ମାଥିଉ 19:20 - ଓଡିଆ ବାଇବେଲ20 ସେହି ଯୁବକ ତାହାଙ୍କୁ କହିଲେ, ଏହି ସମସ୍ତ ମୁଁ ପାଳନ କରିଅଛି, ମୋହର ଆଉ କ'ଣ ଉଣା ଅଛି ? Viz kapitolaପବିତ୍ର ବାଇବଲ (Re-edited) - (BSI)20 ସେହି ଯୁବକ ତାହାଙ୍କୁ କହିଲେ, ଏହିସମସ୍ତ ମୁଁ ପାଳନ କରିଅଛି, ମୋହର ଆଉ କଅଣ ଊଣା ଅଛି? Viz kapitolaପବିତ୍ର ବାଇବଲ (CL) NT (BSI)20 ଯୁବକ ଉତ୍ତର ଦେଲା, “ଏସବୁ ଆଜ୍ଞା ମୁଁ ପାଳନ କରିଛି। ମୋର ଆଉ କ’ଣ କରିବା ଦରକାର?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେହି ଯୁବକ ତାହାଙ୍କୁ କହିଲେ, ଏହି ସମସ୍ତ ମୁଁ ପାଳନ କରିଅଛି, ମୋହର ଆଉ କଅଣ ଉଣା ଅଛି? Viz kapitolaପବିତ୍ର ବାଇବଲ20 ଯୁବକଟି କହିଲା, “ମୁଁ ଏ ସବୁକଥା ମାନିଛି। ଏବେ ମୋ’ ପାଖରେ ଆଉ କ’ଣ ଅଭାବ ରହିଛି?” Viz kapitola |