ମାଥିଉ 19:22 - ଓଡିଆ ବାଇବେଲ22 କିନ୍ତୁ ଏହି କଥା ଶୁଣି ଯୁବକଟି ଦୁଃଖିତ ହୋଇ ଚାଲିଗଲେ, କାରଣ ତାଙ୍କର ବହୁତ ସମ୍ପତ୍ତି ଥିଲା । Viz kapitolaପବିତ୍ର ବାଇବଲ (Re-edited) - (BSI)22 କିନ୍ତୁ ଏ କଥା ଶୁଣି ଯୁବକଟି ଦୁଃଖିତ ହୋଇ ଚାଲିଗଲେ, କାରଣ ତାଙ୍କର ବହୁତ ସମ୍ପତ୍ତି ଥିଲା। Viz kapitolaପବିତ୍ର ବାଇବଲ (CL) NT (BSI)22 ଯୁବକଟି ଏହା ଶୁଣି ବିଷଣ୍ଣ ହୋଇ ଚାଲିଗଲା, କାରଣ ସେ ବଡ଼ ଧନୀ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କିନ୍ତୁ ଏହି କଥା ଶୁଣି ଯୁବକଟି ଦୁଃଖିତ ହୋଇ ଚାଲିଗଲେ, କାରଣ ତାଙ୍କର ବହୁତ ସମ୍ପତ୍ତି ଥିଲା। Viz kapitolaପବିତ୍ର ବାଇବଲ22 ଯୁବକଟି ଏ କଥା ଶୁଣିବା ପରେ ବହୁତ ଦୁଃଖ କଲା। ସେ ବହୁତ ଧନୀ ଥିଲା ଓ ନିଜର ଧନ ପାଖରେ ରଖିବାକୁ ଗ୍ଭହୁଁଥିଲା। ତେଣୁ ସେ ଯୀଶୁଙ୍କୁ ଛାଡ଼ି ଗ୍ଭଲିଗଲା। Viz kapitola |