ମାଥିଉ 19:23 - ଓଡିଆ ବାଇବେଲ23 ସେଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଧନୀ ଲୋକ ଅତି କଷ୍ଟରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ । Viz kapitolaପବିତ୍ର ବାଇବଲ (Re-edited) - (BSI)23 ସେଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଧନୀ ଲୋକ ଅତି କଷ୍ଟରେ ସ୍ଵର୍ଗରାଜ୍ୟରେ ପ୍ରବେଶ କରିବ। Viz kapitolaପବିତ୍ର ବାଇବଲ (CL) NT (BSI)23 ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ନିଶ୍ଚିତଭାବେ କହୁଛି, ଧନୀ ଲୋକମାନଙ୍କ ପକ୍ଷରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବା ବଡ଼ କଷ୍ଟକର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଧନୀ ଲୋକ ଅତି କଷ୍ଟରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ। Viz kapitolaପବିତ୍ର ବାଇବଲ23 ତା'ପରେ ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଜଣେ ଧନୀଲୋକ ନିମନ୍ତେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବା ଅତ୍ୟନ୍ତ କଷ୍ଟକର ବିଷୟ। Viz kapitola |