ମାଥିଉ 19:26 - ଓଡିଆ ବାଇବେଲ26 ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ୱରଙ୍କର ସମସ୍ତ ସାଧ୍ୟ । Viz kapitolaପବିତ୍ର ବାଇବଲ (Re-edited) - (BSI)26 ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ଵରଙ୍କର ସମସ୍ତ ସାଧ୍ୟ। Viz kapitolaପବିତ୍ର ବାଇବଲ (CL) NT (BSI)26 ଯୀଶୁ ସେମାନଙ୍କ ଆଡ଼େ ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, “ମନୁଷ୍ୟ ପକ୍ଷରେ ଏହା ଅସମ୍ଭବ ହୋଇପାରେ, କିନ୍ତୁ ଈଶ୍ୱରଙ୍କ ପକ୍ଷରେ ସବୁକିଛି ସମ୍ଭବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ବରଙ୍କର ସମସ୍ତ ସାଧ୍ୟ।” Viz kapitolaପବିତ୍ର ବାଇବଲ26 ଯୀଶୁ ସେମାନଙ୍କୁ ଗ୍ଭହିଁ କହିଲେ, “ଏହା ଲୋକମାନଙ୍କ ପାଇଁ ଅସମ୍ଭବ। କିନ୍ତୁ ପରମେଶ୍ୱରଙ୍କ ପାଇଁ ସବୁକିଛି ସମ୍ଭବ।” Viz kapitola |