Online Bible

- Reklamy -




ମାଥିଉ 19:27 - ଓଡିଆ ବାଇବେଲ

27 ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ; ଆମ୍ଭେମାନେ ତେବେ କ'ଣ ପାଇବା ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ; ଆମ୍ଭେମାନେ ତେବେ କଅଣ ପାଇବା?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

27 ଏହା ଶୁଣି ପିତର କହିଲେ, “ଦେଖନ୍ତୁ, ଆମେ ସବୁ ଛାଡ଼ି ଆପଣଙ୍କ ପଛରେ ଆସିଛୁ। ଆମେ କ’ଣ ପାଇବା?”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ; ଆମ୍ଭେମାନେ ତେବେ କଅଣ ପାଇବା?

Viz kapitola kopírovat

ପବିତ୍ର ବାଇବଲ

27 ତା'ପରେ ପିତର କହିଲେ, “ଆମ୍ଭର ଯାହାକିଛି ଥିଲା, ଆମ୍ଭେ ସେ ସବୁ ଛାଡ଼ି ଦେଇଛୁ ଏବଂ ତୁମ୍ଭର ଅନୁସରଣ କରିଛୁ। ତା'ହେଲେ ଆମ୍ଭେ କ’ଣ ପାଇବୁ?”

Viz kapitola kopírovat




ମାଥିଉ 19:27

Následuj nás:

Reklamy


Reklamy