Online Bible

- Reklamy -




ମାଥିଉ 19:5 - ଓଡିଆ ବାଇବେଲ

5 ଆଉ କହିଲେ, ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ଆଉ କହିଲେ, ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

5 ସେତେବେଳେ ଈଶ୍ୱର କହିଥିଲେ, “ଏଥିପାଇଁ ପୁରୁଷ ତା’ ପିତାମାତାଠାରୁ ବିଚ୍ଛିନ୍ନ ହୋଇ ତାହାର ସ୍ତ୍ରୀ ସହିତ ସଂଯୁକ୍ତ ହେବ ଏବଂ ସେମାନେ ଉଭୟେ ଏକ ହେବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ କହିଲେ, “ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ?”

Viz kapitola kopírovat

ପବିତ୍ର ବାଇବଲ

5 ପରମେଶ୍ୱର କହିଲେ, ‘ଏହି କାରଣରୁ ପୁରୁଷ ନିଜ ପିତାମାତାଙ୍କୁ ଛାଡ଼ି ତା ସ୍ତ୍ରୀ ସହିତ ମିଳିତ ହେବ, ଏବଂ ସେ ଦୁଇଜଣ ଏକ ହୋଇଯିବେ।’

Viz kapitola kopírovat




ମାଥିଉ 19:5

Následuj nás:

Reklamy


Reklamy