ମାଥିଉ 19:7 - ଓଡିଆ ବାଇବେଲ7 ସେମାନେ ତାହାଙ୍କୁ ପଚାରିଲେ, ତେବେ ମୋଶା କାହିଁକି ତ୍ୟାଗପତ୍ର ଦେଇ ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ଆଜ୍ଞା ଦେଲେ ? Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେମାନେ ତାହାଙ୍କୁ ପଚାରିଲେ, ତେବେ ମୋଶା କାହିଁକି ତ୍ୟାଗପତ୍ର ଦେଇ ସ୍ତ୍ରୀକି ପରିତ୍ୟାଗ କରିବା ନିମନ୍ତେ ଆଜ୍ଞା ଦେଲେ? Viz kapitolaପବିତ୍ର ବାଇବଲ (CL) NT (BSI)7 ଫାରୁଶୀମାନେ ପୁଣି ପଚାରିଲେ, “ତାହାହେଲେ ସ୍ତ୍ରୀକୁ ଛାଡ଼ପତ୍ର ଦେଇ ପରିତ୍ୟାଗ କରିବା ପାଇଁ ମୋଶା କାହିଁକି ବ୍ୟବସ୍ଥା କରିଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେମାନେ ତାହାଙ୍କୁ ପଚାରିଲେ, ତେବେ ମୋଶା କାହିଁକି ତ୍ୟାଗପତ୍ର ଦେଇ ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ଆଜ୍ଞା ଦେଲେ? Viz kapitolaପବିତ୍ର ବାଇବଲ7 ଫାରୂଶୀମାନେ ପଗ୍ଭରିଲେ, “ତେବେ ଜଣେ ପୁରୁଷ ଛାଡ଼ପତ୍ର ଲେଖି ନିଜ ସ୍ତ୍ରୀକୁ ଛାଡ଼ି ଦେଇ ପାରିବ ବୋଲି ମୋଶା କାହିଁକି ଆଦେଶ ଦେଇଛନ୍ତି?” Viz kapitola |