Online Bible

- Reklamy -




ମାଥିଉ 19:8 - ଓଡିଆ ବାଇବେଲ

8 ଯୀଶୁ ସେମାନଙ୍କୁ କହିଲେ, କାରଣ ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ମୋଶା ତୁମ୍ଭମାନଙ୍କୁ ଆପଣା ଆପଣା ସ୍ତ୍ରୀ କି ପରିତ୍ୟାଗ କରିବାକୁ ଅନୁମତି ଦେଲେ, କିନ୍ତୁ ଆଦ୍ୟରୁ ସେପରି ନ ଥିଲା ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ସେ ସେମାନଙ୍କୁ କହିଲେ, କାରଣ ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ମୋଶା ତୁମ୍ଭମାନଙ୍କୁ ଆପଣା ଆପଣା ସ୍ତ୍ରୀକି ପରିତ୍ୟାଗ କରିବାକୁ ଅନୁମତି ଦେଲେ, କିନ୍ତୁ ଆଦ୍ୟରୁ ସେପରି ନ ଥିଲା।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

8 ଯୀଶୁ ଉତ୍ତର ଦେଲେ, “ତୁମ୍ଭମାନଙ୍କ ହୃଦୟର କଠିନତା ଲାଗି ମୋଶା ସେପରି କରିଥିଲେ। କିନ୍ତୁ ଆଦ୍ୟ ସୃଷ୍ଟି ସମୟରେ ଏଭଳି ବ୍ୟବସ୍ଥା ନ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯୀଶୁ ସେମାନଙ୍କୁ କହିଲେ, “କାରଣ ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ମୋଶା ତୁମ୍ଭମାନଙ୍କୁ ଆପଣା ଆପଣା ସ୍ତ୍ରୀ କି ପରିତ୍ୟାଗ କରିବାକୁ ଅନୁମତି ଦେଲେ, କିନ୍ତୁ ଆଦ୍ୟରୁ ସେପରି ନ ଥିଲା।”

Viz kapitola kopírovat

ପବିତ୍ର ବାଇବଲ

8 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ପରମେଶ୍ୱରଙ୍କ ଉପଦେଶ ଗ୍ରହଣ କରିବାକୁ ମନା କରିଥିବାରୁ ମୋଶା ତୁମ୍ଭମାନଙ୍କୁ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦେବାକୁ ଅନୁମତି ଦେଇଛନ୍ତି। କିନ୍ତୁ ପ୍ରଥମରୁ ଛାଡ଼ପତ୍ର ଦେବା ପାଇଁ ଅନୁମତି ଦିଆଯାଇ ନ ଥିଲା।

Viz kapitola kopírovat




ମାଥିଉ 19:8

Následuj nás:

Reklamy


Reklamy