Online Bible

- Reklamy -




ମାଥିଉ 2:12 - ଓଡିଆ ବାଇବେଲ

12 ପରେ ହେରୋଦଙ୍କ ନିକଟକୁ ବାହୁଡ଼ି ନ ଯିବାକୁ ସ୍ୱପ୍ନରେ ସତର୍କବାଣୀ ପାଇ ସେମାନେ ଅନ୍ୟ ପଥ ଦେଇ ଆପଣା ଦେଶକୁ ଚାଲିଗଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ପରେ ହେରୋଦଙ୍କ ନିକଟକୁ ବାହୁଡ଼ି ନ ଯିବାକୁ ସ୍ଵପ୍ନରେ ପ୍ରତ୍ୟାଦେଶ ପାଇ ସେମାନେ ଅନ୍ୟ ପଥ ଦେଇ ସ୍ଵଦେଶକୁ ପ୍ରସ୍ଥାନ କଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

12 ଏହା ପରେ ସେମାନେ ଅନ୍ୟ ଏକ ପଥ ଦେଇ ସ୍ୱଦେଶକୁ ଫେରିଗଲେ। କାରଣ ହେରୋଦଙ୍କ ନିକଟକୁ ଫେରି ନ ଯିବା ପାଇଁ ଈଶ୍ୱର ସେମାନଙ୍କୁ ସ୍ୱପ୍ନରେ ଆଦେଶ ଦେଇଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପରେ ହେରୋଦଙ୍କ ନିକଟକୁ ବାହୁଡ଼ି ନ ଯିବାକୁ ସ୍ୱପ୍ନରେ ସତର୍କବାଣୀ ପାଇ ସେମାନେ ଅନ୍ୟ ପଥ ଦେଇ ଆପଣା ଦେଶକୁ ଚାଲିଗଲେ।

Viz kapitola kopírovat

ପବିତ୍ର ବାଇବଲ

12 କିନ୍ତୁ ପରମେଶ୍ୱର ସେମାନଙ୍କୁ ହେରୋଦଙ୍କ ପାଖକୁ ଫେରି ନ ଯିବାକୁ ସ୍ୱପ୍ନରେ ସାବଧାନ କରାଇ ଦେଲେ। ତେଣୁ ସେମାନେ ଅନ୍ୟ ଏକ ପଥ ଦେଇ ନିଜ ଦେଶକୁ ଫେରିଗଲେ।

Viz kapitola kopírovat




ମାଥିଉ 2:12

Následuj nás:

Reklamy


Reklamy