ମାଥିଉ 2:14 - ଓଡିଆ ବାଇବେଲ14 ଏଥିରେ ସେ ଉଠି ରାତ୍ରିରେ ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଇଗଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏଥିରେ ସେ ଉଠି ରାତ୍ରିରେ ଶିଶୁ ଓ ତାହାଙ୍କ ମାତାଙ୍କୁ ଘେନି ମିସରକୁ ପଳାଇଗଲେ, Viz kapitolaପବିତ୍ର ବାଇବଲ (CL) NT (BSI)14 ଯୋସେଫ ସଙ୍ଗେ ସଙ୍ଗେ ଉଠି ଶିଶୁ ଓ ତାଙ୍କ ମାତାଙ୍କୁ ନେଇ ରାତାରାତି ମିସର ଅଭିମୁଖେ ଯାତ୍ରା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଥିରେ ସେ ଉଠି ରାତ୍ରିରେ ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଇଗଲେ, Viz kapitolaପବିତ୍ର ବାଇବଲ14 ତେଣୁ ଯୋଷେଫ ଉଠିଲେ, ସେ ଶିଶୁ ଓ ତା’ ମାଙ୍କୁ ଧରି ମିଶର ଦେଶକୁ ଯିବା ପାଇଁ ରାତିରେ ବାହାରି ପଡ଼ିଲେ। Viz kapitola |