ମାଥିଉ 2:15 - ଓଡିଆ ବାଇବେଲ15 ଆଉ ହେରୋଦଙ୍କ ମରଣ ପର୍ଯ୍ୟନ୍ତ ସେଠାରେ ରହିଲେ, ଯେପରି ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, ମିସରରୁ ଆମ୍ଭେ ଆପଣା ପୁତ୍ରଙ୍କୁ ଆହ୍ୱାନ କଲୁ । Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆଉ ହେରୋଦଙ୍କ ମରଣ ପର୍ଯ୍ୟନ୍ତ ସେଠାରେ ରହିଲେ, ଯେପରି ଭାବବାଦୀଙ୍କ ଦ୍ଵାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, ମିସରରୁ ଆମ୍ଭେ ଆପଣା ପୁତ୍ରଙ୍କୁ ଆହ୍ଵାନ କଲୁ। Viz kapitolaପବିତ୍ର ବାଇବଲ (CL) NT (BSI)15 ହେରୋଦଙ୍କ ମୃତ୍ୟୁ ପର୍ଯ୍ୟନ୍ତ ସେଠାରେ ସେମାନେ ରହିଲେ। ଏସବୁ ଘଟିବା ଦ୍ୱାରା ଭାବବାଦୀଙ୍କର ଭବିଷ୍ୟବାଣୀ ସଫଳ ହେଲା। ସେ କହିଥିଲେ, “ମୋ’ ପୁତ୍ରଙ୍କୁ ମୁଁ ମିସର ଦେଶରୁ ଡ଼ାକି ନେଇ ଆସିଲି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ ହେରୋଦଙ୍କ ମରଣ ପର୍ଯ୍ୟନ୍ତ ସେଠାରେ ରହିଲେ, ଯେପରି ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, “ମିସରରୁ ଆମ୍ଭେ ଆପଣା ପୁତ୍ରଙ୍କୁ ଆହ୍ୱାନ କଲୁ।” Viz kapitolaପବିତ୍ର ବାଇବଲ15 ସେଠାରେ ଯୋଷେଫ ହେରୋଦଙ୍କ ମୃତ୍ୟୁ ପର୍ଯ୍ୟନ୍ତ ରହିଲେ। ପରମେଶ୍ୱର ତାହାଙ୍କ ଭବିଷ୍ୟଦ୍ବକ୍ତାଙ୍କ ମାଧ୍ୟମରେ ଯାହା କହିଥିଲେ, ତାହା ସଫଳ କରିବା ପାଇଁ ଏସବୁ ଘଟିଲା। ପ୍ରଭୁ ପରମେଶ୍ୱର କହିଥିଲେ, “ମୁଁ ମୋର ପୁଅକୁ ମିଶରରୁ ବାହାରି ଆସିବାକୁ କହିଛି।” Viz kapitola |