ମାଥିଉ 2:20 - ଓଡିଆ ବାଇବେଲ20 "ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଯାଅ, କାରଣ ଯେଉଁମାନେ ଶିଶୁଙ୍କ ପ୍ରାଣ ବିନାଶ କରିବା ନିମନ୍ତେ ଚେଷ୍ଟା କରୁଥିଲେ, ସେମାନଙ୍କର ମୃତ୍ୟୁ ଘଟିଅଛି ।" Viz kapitolaପବିତ୍ର ବାଇବଲ (Re-edited) - (BSI)20 ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ଘେନି ଇସ୍ରାଏଲ ଦେଶକୁ ଗମନ କର, କାରଣ ଯେଉଁମାନେ ଶିଶୁଙ୍କ ପ୍ରାଣ ବିନାଶ କରିବା ନିମନ୍ତେ ଚେଷ୍ଟା କରୁଥିଲେ ସେମାନଙ୍କର ମୃତ୍ୟୁ ଘଟିଅଛି। Viz kapitolaପବିତ୍ର ବାଇବଲ (CL) NT (BSI)20 “ଉଠ, ଶିଶୁଙ୍କୁ ଓ ତାଙ୍କ ମାଆଙ୍କୁ ନେଇ ଇଶ୍ରାୟେଲ ଦେଶକୁ ଫେରିଯାଅ। କାରଣ ଯେଉଁମାନେ ତାଙ୍କୁ ହତ୍ୟା କରିବାକୁ ଚେଷ୍ଟା କରୁଥିଲେ, ସେମାନେ ସମସ୍ତେ ମୃତ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 “ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଯାଅ, କାରଣ ଯେଉଁମାନେ ଶିଶୁଙ୍କ ପ୍ରାଣ ବିନାଶ କରିବା ନିମନ୍ତେ ଚେଷ୍ଟା କରୁଥିଲେ, ସେମାନଙ୍କର ମୃତ୍ୟୁ ଘଟିଅଛି।” Viz kapitolaପବିତ୍ର ବାଇବଲ20 ଦୂତ କହିଲେ, “ଉଠ, ପିଲାଟିକୁ ଓ ତା’ ମାକୁ ନେଇ ଇସ୍ରାଏଲ ଦେଶକୁ ଯାଅ। କାରଣ ଯେଉଁମାନେ ପିଲାଟିକୁ ମାରିଦେବାକୁ ଚେଷ୍ଟା କରୁଥିଲେ, ସେମାନେ ଏବେ ମରିଗଲେଣି।” Viz kapitola |