ମାଥିଉ 2:5 - ଓଡିଆ ବାଇବେଲ5 ସେମାନେ ତାହାଙ୍କୁ କହିଲେ, "ଯିହୂଦା ପ୍ରଦେଶର ବେଥଲିହିମରେ, କାରଣ ଭାବବାଦୀଙ୍କ ଦ୍ୱାରା ଏପରି ଲେଖା ଅଛି, Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେମାନେ ତାଙ୍କୁ କହିଲେ, ଯିହୁଦା ପ୍ରଦେଶର ବେଥଲିହିମରେ, କାରଣ ଭାବବାଦୀଙ୍କ ଦ୍ଵାରା ଏପରି ଲେଖାଅଛି, Viz kapitolaପବିତ୍ର ବାଇବଲ (CL) NT (BSI)5 ସେମାନେ ଉତ୍ତର ଦେଲେ, “ଇହୁଦା ପ୍ରଦେଶର ବେଥ୍ଲେହିମରେ। ଏ ବିଷୟରେ ଜଣେ ଭାବବାଦୀ ଲେଖିଛନ୍ତି, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେମାନେ ତାହାଙ୍କୁ କହିଲେ, ଯିହୂଦିୟା ପ୍ରଦେଶର ବେଥଲିହିମରେ, କାରଣ ଭାବବାଦୀଙ୍କ ଦ୍ୱାରା ଏପରି ଲେଖାଅଛି, Viz kapitolaପବିତ୍ର ବାଇବଲ5 ସେମାନେ କହିଲେ, “ଯିହୂଦା ପ୍ରଦେଶର ବେଥ୍ଲେହିମ ନଗରରେ। ଭବିଷ୍ୟଦ୍ବକ୍ତାଙ୍କ ଶାସ୍ତ୍ରରେ ଏସମ୍ପର୍କରେ ଲେଖିଛନ୍ତି: Viz kapitola |