ମାଥିଉ 2:9 - ଓଡିଆ ବାଇବେଲ9 ସେଥିରେ ସେମାନେ ରାଜାଙ୍କ କଥା ଶୁଣି ଚାଲିଗଲେ; ଆଉ ଦେଖ, ସେମାନେ ପୂର୍ବଦେଶରେ ଯେଉଁ ତାରା ଦେଖିଥିଲେ, ତାହା ସେମାନଙ୍କ ଆଗେ ଆଗେ ଯାଇ, ଯେଉଁଠାରେ ଶିଶୁ ଥିଲେ, ଶେଷରେ ସେହି ସ୍ଥାନ ଉପରେ ରହିଗଲା । Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେଥିରେ ସେମାନେ ରାଜାଙ୍କ କଥା ଶୁଣି ଚାଲିଗଲେ; ଆଉ ଦେଖ, ସେମାନେ ପୂର୍ବଦେଶରେ ଯେଉଁ ତାରା ଦେଖିଥିଲେ, ତାହା ସେମାନଙ୍କ ଆଗେ ଆଗେ ଯାଇ, ଯେଉଁଠାରେ ଶିଶୁ ଥିଲେ, ଶେଷରେ ସେହି ସ୍ଥାନ ଉପରେ ସ୍ଥଗିତ ହେଲା। Viz kapitolaପବିତ୍ର ବାଇବଲ (CL) NT (BSI)9-10 ଜ୍ୟୋତିର୍ବିଦମାନେ ସେ ସ୍ଥାନ ଛାଡ଼ି ପୁଣି ଥରେ ସେମାନଙ୍କ ଗନ୍ତବ୍ୟ ପଥରେ ଗଲାବେଳେ, ପୂର୍ବାକାଶରେ ଦେଖିଥିବା ସେହି ନକ୍ଷତ୍ର ପୁନର୍ବାର ଦେଖାଗଲା। ତାକୁ ଦେଖି ସେମାନଙ୍କର କି ଆନନ୍ଦ! କେତେ ଉଲ୍ଲସିତ ହୋଇ ଉଠିଲେ ସେମାନେ! ସେମାନଙ୍କ ଆଗେ ଆଗେ ଗତି କରି ତାରାଟି ଶିଶୁ ଥିବା ଗୃହ ଉପରେ ଠିକ୍ ଅଟକି ଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେଥିରେ ସେମାନେ ରାଜାଙ୍କ କଥା ଶୁଣି ଚାଲିଗଲେ; ଆଉ ଦେଖ, ସେମାନେ ପୂର୍ବଦେଶରେ ଯେଉଁ ତାରା ଦେଖିଥିଲେ, ତାହା ସେମାନଙ୍କ ଆଗେ ଆଗେ ଯାଇ, ଯେଉଁଠାରେ ଶିଶୁ ଥିଲେ, ଶେଷରେ ସେହି ସ୍ଥାନ ଉପରେ ରହିଗଲା। Viz kapitolaପବିତ୍ର ବାଇବଲ9 ପଣ୍ଡିତମାନେ ରାଜାଙ୍କ କଥା ଶୁଣି ଗ୍ଭଲିଗଲେ। ଯେଉଁ ତାରାଟି ସେମାନେ ଆଗରୁ ପୂର୍ବ ଦେଶରେ ଦେଖିଥିଲେ, ପୁଣି ଥରେ ତାକୁ ଦେଖିଲେ। ସେହି ତାରାଟି ତାହାଙ୍କ ଆଗେ ଆଗେ ଗ୍ଭଲିଲା ଏବଂ ଯେଉଁଠାରେ ପିଲାଟି ଥିଲା, ସେହି ସ୍ଥାନ ଉପରେ ସ୍ଥିର ହୋଇ ରହିଗଲା। Viz kapitola |