ମାଥିଉ 20:11 - ଓଡିଆ ବାଇବେଲ11 କିନ୍ତୁ ତାହା ପାଇ ସେମାନେ ଘରର ଅଧିକାରୀଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)11 କିନ୍ତୁ ତାହା ପାଇ ସେମାନେ ଗୃହକର୍ତ୍ତାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ, Viz kapitolaପବିତ୍ର ବାଇବଲ (CL) NT (BSI)11 ସେମାନେ ଏକତ ନେଇ ମାଲିକ ବିରୁଦ୍ଧରେ ଅସନ୍ତୋଷ ପ୍ରକାଶ କରି କହିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କିନ୍ତୁ ତାହା ପାଇ ସେମାନେ ଘରର କର୍ତ୍ତାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ, Viz kapitolaପବିତ୍ର ବାଇବଲ11 ସେମାନେ ଗୋଟିଏ ଗୋଟିଏ ରୌପ୍ୟମୁଦ୍ରା ନେଇସାରି ଜମିଦାରଙ୍କ ଆଗରେ ଯାଇ ଏ ବିଷୟରେ ଅଭିଯୋଗ କଲେ। Viz kapitola |