ମାଥିଉ 20:17 - ଓଡିଆ ବାଇବେଲ17 ଯୀଶୁ ଯିରୂଶାଲମକୁ ଯାତ୍ରା କରିବା ନିମନ୍ତେ ଉଦ୍ୟତ ହେଉଥିବା ସମୟରେ ଦ୍ୱାଦଶଙ୍କୁ ପୃଥକ୍ କରି ପଥ ମଧ୍ୟରେ ସେମାନଙ୍କୁ କହିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)17 ଯୀଶୁ ଯିରୂଶାଲମକୁ ଯାତ୍ରା କରିବା ନିମନ୍ତେ ଉଦ୍ୟତ ହେଉଥିବା ସମୟରେ ଦ୍ଵାଦଶଙ୍କୁ ଅନ୍ତର କରି ପଥ ମଧ୍ୟରେ ସେମାନଙ୍କୁ କହିଲେ, Viz kapitolaପବିତ୍ର ବାଇବଲ (CL) NT (BSI)17 ଯୀଶୁ ଯିରୁଶାଲମକୂ ଯିବା ବାଟରେ ବାର ଶିଷ୍ୟଙ୍କୁ ଗୋଟିଏ ପାଖକୁ ଡ଼ାକିନେଇ ଏକାନ୍ତରେ କହିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯୀଶୁ ଯିରୂଶାଲମ ସହରକୁ ଯାତ୍ରା କରିବା ନିମନ୍ତେ ଉଦ୍ୟତ ହେଉଥିବା ସମୟରେ ଦ୍ୱାଦଶଙ୍କୁ ପୃଥକ୍ କରି ପଥ ମଧ୍ୟରେ ସେମାନଙ୍କୁ କହିଲେ, Viz kapitolaପବିତ୍ର ବାଇବଲ17 ଯୀଶୁ ଯିରୁଶାଲମକୁ ଯାଉଥିଲେ। ତାହାଙ୍କର ବାରଜଣ ଶିଷ୍ୟ ତାହାଙ୍କ ସହିତ ଥିଲେ। ସେମାନେ ଗ୍ଭଲିକରି ଯାଉଥିବା ସମୟରେ ଯୀଶୁ ସେହି ବାରଜଣ ଶିଷ୍ୟଙ୍କୁ ଗୋଟିଏ ପାଖକୁ ଡାକିନେଇ କହିଲେ, Viz kapitola |