ମାଥିଉ 20:19 - ଓଡିଆ ବାଇବେଲ19 ପୁଣି, ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଜ୍ଞା ଦେଇ ପରିହାସ, କୋରଡ଼ା ପ୍ରହାର ଓ କ୍ରୁଶରେ ବଧ କରିବା ନିମନ୍ତେ ଅଣଯିହୂଦୀମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ତୃତୀୟ ଦିବସରେ ସେ ଉଠିବେ । Viz kapitolaପବିତ୍ର ବାଇବଲ (Re-edited) - (BSI)19 ପୁଣି ସେମାନେ ତାହାଙ୍କୁ ପ୍ରାଣଦଣ୍ତାଜ୍ଞା ଦେଇ ପରିହାସ, କୋରଡ଼ା ପ୍ରହାର ଓ କ୍ରୁଶରେ ବଧ କରିବା ନିମନ୍ତେ ବିଜାତିମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ତୃତୀୟ ଦିବସରେ ସେ ଉତ୍ଥିତ ହେବେ। Viz kapitolaପବିତ୍ର ବାଇବଲ (CL) NT (BSI)19 ସେମାନେ ତାଙ୍କୁ ପ୍ରାଣଦଣ୍ଡାଜ୍ଞା ଦେବେ ଓ ବିଜାତୀୟ ଅଣଯିହୁଦୀମାନଙ୍କ ହାତରେ ଛାଡ଼ି ଦେବେ। ବିଜାତୀୟମାନେ ତାଙ୍କୁ ପରିହାସ କରିବେ, କୋରଡ଼ା ପ୍ରହାର କରିବେ ଓ କ୍ରୁଶରେ ଚଢ଼ାଇବେ। କିନ୍ତୁ ତିନି ଦିନ ପରେ ସେ ପୁନର୍ଜୀବିତ ହେବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଜ୍ଞା ଦେଇ ପରିହାସ, କୋରଡ଼ା ପ୍ରହାର ଓ କ୍ରୁଶରେ ବଧ କରିବା ନିମନ୍ତେ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ତୃତୀୟ ଦିବସରେ ସେ ଉଠିବେ।” Viz kapitolaପବିତ୍ର ବାଇବଲ19 ସେମାନେ ଯୀଶୁଙ୍କୁ ଅଣଯିହୂଦୀ ଲୋକଙ୍କ ହାତରେ ଦେଇଦେବେ, ସେହି ଲୋକମାନେ ଯୀଶୁଙ୍କୁ ଉପହାସ କରିବେ, କୋରଡ଼ାରେ ପିଟିବେ ଏବଂ ଗୋଟିଏ କ୍ରୁଶରେ ଚଢ଼ାଇ ତାହାଙ୍କୁ ମାରିଦେବେ। କିନ୍ତୁ ମୃତ୍ୟୁର ତୃତୀୟ ଦିନ ସେ ପୁଣି ବଞ୍ଚି ଉଠିବେ।” Viz kapitola |